ଭାରତୀୟ ନାଗରିକଙ୍କୁ ଇରାନ ଛାଡିବାକୁ ପରାମର୍ଶ
ତେହେରାନ: ତେହେରାନ ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି କରିଛି । ଭାରତୀୟ ଦୂତାବାସ ନିଜ ନାଗରିକଙ୍କୁ କହିଛି କି, କୌଣସି ପରିସ୍ଥିତିରେ ହେଉ ଆଜି ଇରାନ ଛାଡିଦିଅନ୍ତୁ । ଇରାନ ଉପରେ ଖୁବ୍ଶୀଘ୍ର ହେବ ପ୍ରଚଣ୍ଡ ଆକ୍ରମଣ । ଆଗାମୀ ୪୮ ଘଣ୍ଟା ମଧ୍ୟରେ କିଛି ବି ଘଟିପାରେ । ତେହେରାନ ଉପରେ ଆମେରିକା ଆକ୍ରମଣ ଆଶଙ୍କା ବଢିଛି । ଏ ନେଇ […]
Read More Text.