ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ : ୭ ମୃତ
ରାଜସ୍ଥାନ : ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ । ନିଆଁରେ ସାତ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି ହେଲେ ଦୁଇଜଣ ଶ୍ରମିକ ଏବେ ବି ଭିତରେ ଫସି ରହିଛନ୍ତି । ଘଟଣା ସମୟରେ କାରଖାନାରେ ପ୍ରାୟ ୨୫ ଜଣ ଶ୍ରମିକ କାମ କରୁଥିଲେ । ସୋମବାର ସକାଳ ପ୍ରାୟ ୯:୨୨ ମିନିଟ ସମୟରେ ଖୁଶଖେଡା କରାଉଲି ଶିଳ୍ପାଞ୍ଚଳରେ ଏହି ଦୁର୍ଘଟଣା ଘଟିଥିଲା । ତେବେ ଆଗକୁ ମୃତକଙ୍କ ସଂଖ୍ୟା […]
Read More Text.