ଲାଲକିଲ୍ଲା ବିସ୍ଫୋରଣ ପଛରେ ଜୈଶ-ଏ-ମହମ୍ମଦର ହାତ
ନୂଆଦିଲ୍ଲୀ : ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣର ଯାଞ୍ଚରେ ଏକ ବଡ଼ ଖୁଲାସା ହୋଇଛି । ୩୭ତମ ଜାତିସଂଘ ରିପୋର୍ଟରେ ଦିଲ୍ଲୀ ଲାଲକିଲ୍ଲା ଆକ୍ରମଣରେ ଜୈଶ-ଏ-ମହମ୍ମଦର ହାତ ଥିବା ସୂଚନା ମିଳିଛି । ଗତ ବର୍ଷ ନଭେମ୍ବର ୧୦ ତାରିଖରେ ଏହି ଆକ୍ରମଣରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିଲା । ସେତେବେଳେ ଜୈଶ ଏହି ଆକ୍ରମଣ ପାଇଁ ଦାୟୀ ବୋଲି ଦାବି କରିଥିଲା । ୩୭ତମ ଜାତିସଂଘ ରିପୋର୍ଟରେ ମସୁଦ ଆଝାରର ନୂତନ ଶାଖା ଜମାତ-ଉଲ-ମୁମିନାତ ବିଷୟରେ […]
Read More Text.