ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉଦବେଗଜନକ: ଘରେ ରହି କାମ କରିବେ ୫୦% କର୍ମଚାରୀ
ନୂଆଦିଲ୍ଲୀ : ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉଦବେଗଜନକ ସ୍ଥିତିରେ ରହିଛି। ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୦୦ ଅତିକ୍ରମ କରିଛି, ଏବଂ ନୋଏଡାର AQI ମଧ୍ୟ ୪୦୦ ରେ ପହଞ୍ଚିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଘରୋଇ ପ୍ରତିଷ୍ଠାନଗୁଡ଼ିକୁ ଘରୁ କାମ କରିବାକୁ ନିର୍ଦେଶ ଦିଆଯାଇଛି। ବେସରକାରୀ ଅଫିସ ମାନଙ୍କରେ ୫୦ ପ୍ରତିଶତ ଘରେ ରହି କାମ କରିବା ଲାଗି ନିର୍ଦେଶ ରହିଛି। ଲଗାତାର ୯ମ ଦିନ ପାଇଁ ପ୍ରଦୂଷଣ ଖରାପ ଥିବାରୁ କଟକଣା ଜାରି […]
Read More Text.