ଅଟା ମେସିନରେ ବୋମା ତିଆରି କରୁଥିଲା ଆତଙ୍କୀ ମୁଜାମ୍ମିଲ
ନୂଆଦିଲ୍ଲୀ : ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାରେ ତଦନ୍ତକାରୀ ଏଜେନ୍ସିଗୁଡ଼ିକ ବଡ଼ ସୁରାକ ମିଳିଛି । ଗିରଫ ଅଭିଯୁକ୍ତ ମୁଜାମ୍ମିଲ ଶକିଲ ଗଣାଇ ବିସ୍ଫୋରକ ପ୍ରସ୍ତୁତ କରିବା ପାଇଁ ଏକ ଅଟା କଳ ଏବଂ ବୈଦ୍ୟୁତିକ ଯନ୍ତ୍ରପାତି ବ୍ୟବହାର କରିଥିଲେ । ପୋଲିସ ହରିୟାଣାର ଫରିଦାବାଦର ଜଣେ ଟ୍ୟାକ୍ସି ଡ୍ରାଇଭରଙ୍କ ଘରୁ ଏହି ମିଲ୍ ଏବଂ ଯନ୍ତ୍ରପାତି ଜବତ କରିଥିଲା । ଜମ୍ମୁ-କାଶ୍ମୀରର ପୁଲୱାମାର ବାସିନ୍ଦା ଗଣାଇ ଫରିଦାବାଦର ଏକ ଭଡା ଘରେ […]
Read More Text.