୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର
ବିହାର : ବିହାରରେ ଆଜିଠୁ ନୀତିଶ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ନୀତିଶଙ୍କୁ ପଦ ଗୋପନୀୟତା ପାଠ କରାଇଛନ୍ତି ରାଜ୍ୟପାଳ । ଦଶମ ଥର ଭାବେ ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା । ପାଟନାର ଐତିହାସିକ ଗାନ୍ଧୀ ମୈଦାନରେ ମହାସମାରୋହ ଆୟୋଜନ କରାଯାଇଛି । ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ […]
Read More Text.