ଚାର୍ଜିଂ ପଏଣ୍ଟରେ ବିସ୍ଫୋରଣ ଘଟି ଜଳିଗଲା ଘର : ୬ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଇନ୍ଦୋରରେ ଅଭାବନୀୟ ଘଟଣା ଘଟିଛି। ଯାହା ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି । ବ୍ରଜେଶ୍ବରୀ ଆନେକ୍ସ ଆବାସିକ ଅଞ୍ଚଳରେ ଥିବା ଗୋଟିଏ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ଭୋର୍‌ ସମୟରେ ବ୍ରଜେଶ୍ବରୀ ଆନେକ୍ସ କଲୋନୀର ଏକ ଘରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ନିଆଁକୁ ନିୟନ୍ତ୍ରଣ କରାଯିବା ସହିତ ଉଦ୍ଧାର […]

Read More Text.

ରିଲ୍ସ ପାଇଁ ବାପାକୁ ବସ୍ତାରେ ପୁରାଇ କୋରିଅର କରିବାକୁ ଉଦ୍ୟମ

ବେଙ୍ଗାଲୁରୁ: ରିଲ୍ସ ପାଇଁ ବଡ଼ ପାଗଳାମୀ । ବାପାକୁ ବସ୍ତା ଭିତରେ ପୁରାଇ କୋରିଅର କରିବାକୁ ଉଦ୍ୟମ କରୁଥିଲା ବେଳେ ଫସିଗଲେ ପରିବାର ଲୋକ । ଏଭଳି ଏକ କୌତୁହଳପୂର୍ଣ୍ଣ ଘଟଣା ଘଟିଛିରେ । ଯେଉଁ ଘଟଣା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି । ଜଣେ ବୃଦ୍ଧ ଲୋକଙ୍କୁ ବସ୍ତାରେ ବାନ୍ଧି କୋରିୟର କରିବାକୁ ଏକ ଘରୋଇ କୋରିୟର କଂପାନୀ ନିକଟକୁ ଆଣିଥିଲେ ତାଙ୍କ ପରିବାର । ପରେ କୋରିୟର କଂପାନୀର କର୍ମଚାରୀଙ୍କୁ ପାର୍ସଲ ଭିତରେ ଜଣେ […]

Read More Text.

୮୦ ହଜାର ଟନ୍ କଞ୍ଚା ତେଲ ସହ ଭାରତ ପହଞ୍ଚିଲା ଜଗ ଲାଡକି

ନୂଆଦିଲ୍ଲୀ : ଭାରତୀୟ ପତାକା ଥିବା ଜାହାଜ ଜଗ୍ ଲଡକି ସୁରକ୍ଷିତ ଭାବେ ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି । ଜଗ୍ ଲଡକି ଏକ ତୈଳ ଟ୍ୟାଙ୍କର୍ରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରୁ ୮୦ ହଜାର ଟନ୍ ମର୍ବାନ୍ ଅଶୋଧିତ ତୈଳ ନେଇ ଭାରତ ଆସିଛି । ପୂର୍ବରୁ ଦୁଇଟି ଭାରତୀୟ ଏଲପିଜି ଟ୍ୟାଙ୍କର୍ ଶିବାଲିକ୍ ଏବଂ ନନ୍ଦା ଦେବୀ ଇରାନର ହରମୁଜ୍ ପ୍ରଣାଳୀ ଦେଇ ଆସିଥିଲା । ଓମାନ ଉପସାଗରରେ ଥିବା ୟୁଏଇର ଫୁଜୈରା ବନ୍ଦରରେ ଅଶୋଧିତ […]

Read More Text.

ପାଲମର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ : ୯ ମୃତ

ନୂଆଦିଲ୍ଲୀ : ଦିଲ୍ଲୀରୁ ଛାତି ଦୋହଲାଇଦେଲା ଭଳି ଘଟଣା ସାମ୍ନାକୁ ଆସିଛି । ଆଜି ସକାଳେ ରାଜଧାନୀ ପାଲମ ଅଞ୍ଚଳରେ ଥିବା ଏକ ୪ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅତି କମରେ ଏହି ଦୁର୍ଘଟଣାରେ ୯ ଜଣଙ୍କର ଜୀବନ ଚାଲିଯାଇଛି । କସମେଟିକ୍ ଦୋକାନରେ ନିଆଁ ଲାଗିଯିବାରୁ ଉପର ମହଲାକୁ ଶୀଘ୍ର ବ୍ୟାପିଯାଇଥିଲା । ସୂଚନାନୁଯାୟୀ, ଅଗ୍ନିକାଣ୍ଡ ସମୟରେ ଘର ଭିତରେ ୧୮ ଜଣ ଥିଲେ । ନିଆଁ ଲାଗିବା ଫଳରେ ସେମାନଙ୍କ ମଧ୍ୟରୁ […]

Read More Text.

ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ସୋସିଆଲ ମିଡିଆରେ ମିଥ୍ୟା ଫଟୋ ଓ ଭିଡିଓ ଅପ୍‌ଲୋଡ ଅଭିଯୋଗ: ୟୁଏଇରେ ୧୯ ଭାରତୀୟ ଗିରଫ

ଆବୁଧାବି: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଫଟୋ, ଭିଡିଓ ଅପ୍‌ଲୋଡ କରୁଥିବା ଅଭିଯୋଗରେ ସଂଯୁକ୍ତ ଆରବ ଏମିରେଟ୍‌ସ (ୟୁଏଇ) ସରକାର ମୋଟ ୩୫ ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ମଧ୍ୟରେ ୧୯ ଭାରତୀୟ ସାମିଲ ଅଛନ୍ତି। ପ୍ରଥମ ଦଫାରେ ୧୦ ଜଣଙ୍କୁ ଏବଂ ଦ୍ବିତୀୟ ଦଫାରେ ୨୫ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ଇରାନ ସପକ୍ଷରେ ଏଭଳି ମିଥ୍ୟା ଓ ଏଆଇ ଜ୍ଞାନକୌଶଳରେ ପ୍ରସ୍ତୁତ ଫଟୋ ଓ ଭିଡିଓ ଅପ୍‌ଲୋଡ କରିଛନ୍ତି। […]

Read More Text.

LPG ପାଇଁ ନିଜେ ଘରେ ବସି କରିପାରିବେ e-KYC

ନୂଆଦିଲ୍ଲୀ : LPG ଗ୍ରାହକଙ୍କ ପାଇଁ e-KYC କୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟ । କେବଳ ଅନଧିକୃତ LPG ବ୍ୟବହାରକାରୀଙ୍କ ପାଇଁ e-KYC ବ୍ୟବସ୍ଥା । ସମସ୍ତ ଏଲପିଜି ଉପଭୋକ୍ତାଙ୍କ ପାଇଁ e-KYC କରିବା ଦରକାର ନାହିଁ । ଯେଉଁ ଏଲପିଜି ଉପଭୋକ୍ତା e-KYC କରିନାହାନ୍ତି ସେମାନେ କରିବେ । ଯଦି ପ୍ରଧାନମନ୍ତ୍ରୀ ଉଜ୍ୱଳା ଯୋଜନା ଉପଭୋକ୍ତା ନୁହନ୍ତି, ପୂର୍ବରୁ e-KYC କରିଛନ୍ତି ତେବେ ଆଉ କରିବା ଦରକାର ନାହିଁ । ନିଜ ଘରେ […]

Read More Text.

କାବୁଲ ଉପରେ ପାକିସ୍ତାନର ବୋମାମାଡ଼, ୪୦୦ ମୃତ

ନୂଆଦିଲ୍ଲୀ:  ଆଫଗାନିସ୍ତାନର ରାଜଧାନୀ କାବୁଲ ଉପରେ ପାକିସ୍ତାନର ବୋମାମାଡ଼ । ଆକ୍ରମଣରେ ୪୦୦ ମୃତ, ଶତାଧିକ ଆହତ ହୋଇଛନ୍ତି । କାବୁଲ ଆକାଶରେ କଳା ଧୂଆଁର ଆସ୍ତରଣ , ଚାରିଆଡ଼େ ନିଆଁ । ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ରାଜଧାନୀ କାବୁଲର ମଧ୍ୟଭାଗରେ ପ୍ରବଳ ବୋମାମାଡ଼ କରିଛି । ଏହି ଆକ୍ରମଣ ପରେ ସାରା ସହରରେ ନିଆଁ ଲାଗିଯାଇଛି ଏବଂ ଆକାଶରେ କେବଳ କଳା ଧୂଆଁ ଦେଖିବାକୁ ମିଳୁଛି ।  ଆଫଗାନିସ୍ତାନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ପ୍ରାଥମିକ ସୂଚନା ଅନୁଯାୟୀ, ଏହି […]

Read More Text.

ଶୁଳ୍କ ସ୍ଥିତି ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ଆମେରିକା ସହ ବାଣିଜ୍ୟ ଚୁକ୍ତି ସ୍ବାକ୍ଷର କରିବ ନାହିଁ ଭାରତ

ନୂଆଦିଲ୍ଲୀ: ଶୁଳ୍କ ସ୍ଥିତି ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ଆମେରିକା ସହ ଭାରତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷର କରିବ ନାହିଁ। ଚଳିତ ମାସରେ ଆମେରିକା ସହ ଚୁକ୍ତି ହେବାର ଥିଲା। ମାତ୍ର‌ ସେଠାକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଟ୍ରମ୍ପ ଲଗାଇଥିବା ଶୁଳ୍କକୁ ଅସିଦ୍ଧ ଘୋଷଣା କରିବା ପରେ ସ୍ଥିତି ବଦଳିଯାଇଛି। ଏହାର କିଛି ସମୟ ପରେ ଟ୍ରମ୍ପ ଦୁଇ ପର୍ଯ୍ୟାୟରେ ୧୫ ପ୍ରତିଶତର ନୂଆ ଶୁଳ୍କ ଲଗାଇଛନ୍ତି। ପ୍ରଥମେ ଯେଉଁ ଆଲୋଚନା ହୋଇଥିଲା ତାହା ପୂର୍ବରୁ ଲଗାଯାଇଥିବା ଶୁଳ୍କ […]

Read More Text.

୯୦%କୁ ବୃଦ୍ଧି ପାଇଛି ଅନଲାଇନ୍‌ ଗ୍ୟାସ୍‌ ବୁକିଂ, ଓଟିପି ଜରିଆରେ ୭୨% ଡେଲିଭରି

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଏଲ୍‌ପିଜି ଯୋଗାଣ ପ୍ରଭାବିତ ହୋଇଛି। ଏଥିଯୋଗୁ ଗତ କିଛିଦିନ ହେଲା ଭାରତରେ ଏଲ୍‌ପିଜି ବ୍ୟବହାରକାରୀମାନେ ଅସୁବିଧା ଭୋଗୁଛନ୍ତି। ଏଭଳି ସ୍ଥିତିରେ ସରକାର ଏଲ୍‌ପିଜି ଉପଭୋକ୍ତାଙ୍କୁ ଗ୍ୟାସ ଏଜେନ୍ସିଗୁଡ଼ିକୁ ନଯାଇ ଅନଲାଇନ୍‌ରେ ବୁକିଂ କରିବାକୁ ପରାମର୍ଶ ଦେଇଥିଲେ। ଫଳସ୍ବରୂପ ଅନଲାଇନ୍‌ରେ ଗ୍ୟାସ ବୁକିଂ ୯୦ ପ୍ରତିଶତକୁ ବୃଦ୍ଧି ପାଇଛି ବୋଲି ଆଜି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା ସୂଚନା ଦେଇଛନ୍ତି।ସେ କହିଛନ୍ତି, ବର୍ତ୍ତମାନର ଭୂରାଜନୈତିକ ପରିସ୍ଥିତିରେ […]

Read More Text.

ଗୁଜରାଟରେ ପହଞ୍ଚିଲା ଶିବାଲିକ୍ ଜାହାଜ: ଦୂର ହେବ ଏଲପିଜି ସଙ୍କଟ

ନୂଆଦିଲ୍ଲୀ : ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ପତାକା ବିଶିଷ୍ଟ ଏଲପିଜି ଟ୍ୟାଙ୍କର୍ ଶିବାଲିକ୍ ଏଲପିଜି କ୍ୟାରିଅର ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି। ଜାହାଜଟି ହର୍ମୁଜରୁ ସୁରକ୍ଷିତ ଭାବରେ ପାର ହୋଇ ଭାରତ ଅଭିମୁଖେ ଯାତ୍ରା କରିଥିଲା, ଯେଉଁଥିରେ ୪୫,୦୦୦ ମେଟ୍ରିକ୍ ଟନରୁ ଅଧିକ ଏଲପିଜି ରହିଛି । ଏହା ମଧରୁ ମୁନ୍ଦ୍ରା ବନ୍ଦରରେ ଶିବାଲିକ ଜାହାଜରୁ ଏଲପିଜି ଗ୍ୟାସ୍ ଅନଲୋଡ କରାଯିବ । ଏହା ଦେଶରେ ଜାରି ରହିଥିବା ଏଲପିଜି ଯୋଗାଣ ଅଭାବକୁ ଦୂର […]

Read More Text.