ଦୁଇ ଦିନିଆ ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇ ଦିନିଆ ମାଲେସିଆ ଗସ୍ତରେ ଯାଉଛନ୍ତି । ଏହାକୁ ନେଇ ମାଲେସିଆରେ ଥିବା ଭାରତୀୟ ସମ୍ପ୍ରଦାୟ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ସରିଛି । ମାଲେସିଆ ଗସ୍ତ ନେଇ ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି ଯେ, ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ନିମନ୍ତ୍ରଣରେ ମୁଁ ମାଲେସିଆ ଗସ୍ତ କରିବି, ଯେଉଁ ଦେଶ ସହିତ ଭାରତର ସମ୍ପର୍କ […]
Read More Text.