ଫିଲିପାଇନ୍ସରେ ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ଫୁଙ୍ଗ-ୱଙ୍ଗ୍’
ନୂଆଦିଲ୍ଲୀ: ଲ୍ୟାଣ୍ଡଫଲ୍ ପରେ ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ଫୁଙ୍ଗ-ୱଙ୍ଗ୍’ । ଫିଲିପାଇନ୍ସର ଆରୋରା ପ୍ରଦେଶରେ ଲ୍ୟାଣ୍ଡଫଲ କରିଛି ଟାଇଫୁନ । ଗତକାଲି ରାତି ୯ଟା ୧୦ରେ ଲୁଜୋନର ଆରୋରା ନିକଟରେ ଲ୍ୟାଣ୍ଡଫଲ କରିଛି । ଲ୍ୟାଣ୍ଡଫଲ ବେଳେ ପ୍ରବଳ ବର୍ଷା ସହ ୨୩୦ କିମି ବେଗରେ ପବନ ବହିଥିଲା । ପ୍ରଭାବରେ ସମୁଦ୍ରରେ ୫ ମିଟର ଉଚ୍ଚର ଜୁଆର ବି ଆସିଥିଲା । ୧୬ ଶହ କିଲୋମିଟର ଯାଏ ମହାବାତ୍ୟାର ପ୍ରଭାବ ଦେଖିବାକୁ ମିଳିଛି । ଫିଲିପାଇନ୍ସର […]
Read More Text.