ସେବା ତୀର୍ଥ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ଗୁରୁତ୍ବପୂର୍ଣ୍ଣ ଫାଇଲରେ କଲେ ଦସ୍ତଖତ
ନୂଆଦିଲ୍ଲୀ : PMOର ନୂଆ ଠିକଣା ସେବା ତୀର୍ଥ । ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ନୂଆ ଠିକଣା ପାଇଛି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ। ଆନୁଷ୍ଠାନିକ ଭାବେ ସେବା ତୀର୍ଥ ଏବଂ କର୍ତ୍ତବ୍ୟ ଭବନ ୧ ଓ ୨ ଉଦଘାଟନ କଲେ ମୋଦି । ଏହି ସ୍ଥାନରେ ଅନେକ ଗୁରୁତ୍ବପୂର୍ଣ୍ଣ ମନ୍ତ୍ରାଳୟ ରହିବ । ପୂର୍ବରୁ ପିଏମଓ, ନ୍ୟସନାଲ ସିକ୍ୟୁରିଟି କାଉନସିଲ ସେକ୍ରେଟାରୀଏଟ୍ ଏବଂ କ୍ୟାବିନେଟ ସେକ୍ରେଟାରୀଏଟ୍ […]
Read More Text.