Tej pratap

ତେଜ ପ୍ରତାପଙ୍କୁ Y+ କ୍ୟାଟେଗୋରୀ ସୁରକ୍ଷା ଦେଲା ଗୃହ ମନ୍ତ୍ରଣାଳୟ

ବିହାର : ଲାଲୁପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା ଜନଶକ୍ତି ଜନତା ଦଳର ପ୍ରମୁଖ ତେଜ ପ୍ରତାପ ଯାଦବଙ୍କୁ କେନ୍ଦ୍ର ସରକାର ୱାଇ ପ୍ଲସ କ୍ୟାଟେଗୋରୀ ସୁରକ୍ଷା ଦେଇଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଆଦେଶ ପରେ ସିଆରପିଏଫ ଜେତ ପ୍ରତାପ ଯାଦବଙ୍କ ସୁରକ୍ଷା ବଢାଇଦେଇଛନ୍ତି । ସୁରକ୍ଷା ଏଜେନ୍ସୀ ନିକଟରେ ଗୃହ ମନ୍ତ୍ରଣାଳୟରକୁ ତେଜ ପ୍ରତାପ ଯାଦବ ସୁରକ୍ଷାକୁ ନେଇ ରିପୋର୍ଟ ଦେଇଛନ୍ତି । ଏହାପରେ ହିଁ ତେଜପ୍ରତାନଙ୍କୁ ୱାଇ ପ୍ଲସ ସୁରକ୍ଷା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି […]

Read More Text.
Delhi air pollution

ବିଷ ବଳୟରେ ଛଟପଟ ଦିଲ୍ଲୀବାସୀ

ନୂଆଦିଲ୍ଲୀ : ବିଷବଳୟ ପାଲଟିଛି ଦିଲ୍ଲୀ । ପୁଣିଥରେ ବିଷାକ୍ତ ବାୟୁ ବଳୟରେ ଛଟପଟ ହେଉଛନ୍ତି ଦିଲ୍ଲୀବାସୀ । ବାୟୁର ମାନ ଶନିବାର ସାଂଘାତିକ ରୂପ ନେବା ପରେ ଅଧିକ କଟକଣା ପାଇଁ ସରକାର ପ୍ରସ୍ତୁତ ହେଉଛନ୍ତି । ସହରର ବିଭିନ୍ନ ସ୍ଥାନରେ ଏକ୍ୟୁଆଇ ୪୦୦ ଟପିଛି । ଅଲୀପୁରରେ ୪୧୭, ଆଇଟିଓରେ ୪୦୮, ନେହରୁ ନଗରରେ ୪୦୭, ପଟପଡଗଂଜରେ ୪୦୩ ଏବଂ ପଞ୍ଜାବ ବାଗରେ ୪୦୪ ରହିଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ […]

Read More Text.
Ind 1 1068x601

ଅଷ୍ଟ୍ରେଲିଆ ବିପକ୍ଷ ଶେଷ ଟି-୨୦ ବାତିଲ: ସିରିଜ କବଜା କଲା ଭାରତ

ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ କବଜା କରିଛି ଭାରତ। ଶେଷ ମ୍ୟାଚଟି ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବାବେଳେ ଟିମ ଇଣ୍ଡିଆ ୨-୧ରେ ଶୃଙ୍ଖଳା ହାତେଇଛି। ଶନିବାର ଅନୁଷ୍ଠିତ ଶେଷ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟି କରି ୪.୫ ଓଭରରେ ୫୨ ରନ ସଂଗ୍ରହ କରିଥିଲା। ଏହା ପରେ ବର୍ଷା ହେବାରୁ ଖେଳକୁ ବନ୍ଦ ରଖାଯାଇଥିଲା। ଅନେକ ସମୟ ଧରି ବର୍ଷା ଜାରି ରହିବାରୁ ଶେଷରେ ମ୍ୟାଚକୁ ବାତିଲ କରାଯାଇଥିଲା। ଅଭିଶେଷ ଶର୍ମା ୨୩ […]

Read More Text.
Prime minister narendra modi addressing an election rally in bihar poto pti 083725151 16x9 0

ବିହାରରେ ମୋଦୀଙ୍କ ଜୋରଦାର ପ୍ରଚାର

ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଜୋରଦାର ପ୍ରଚାର ହେଉଛି । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୧ ତାରିଖରେ ହେବ, ଯାହାକି ଶେଷ ପର୍ଯ୍ୟାୟ ମତଦାନ ହେବ । ବିହାରରେ ଆଜି ନିର୍ବାଚନ ପ୍ରଚାର କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ଆଜି ସୀତାମାଢିରେ ପହଞ୍ଚି ନିର୍ବାଚନ ସଭାରେ ଯୋଗ ଦେଇ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି । ଏହି ସଭାରେ ମୋଦୀ […]

Read More Text.
Webp 04 41 1068x601

ଦରଦାମ ନିୟନ୍ତ୍ରଣ କରିବାକୁ ମଲ୍‌ଟିପ୍ଲେକ୍ସ ମାଲିକଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ସମୟ ବାହାର କରି ସିନେମା ଦେଖିବା ପାଇଁ ପରିବାର ସହିତ ମଲ୍‌ଟିପ୍ଲେକ୍ସକୁ ଯାଉଥିବା ଲୋକଙ୍କ ଉପରେ ହେଉଥିବା ଶୋଷଣକୁ ସୁପ୍ରିମକୋର୍ଟ ସମାଲୋଚନା କରିଛନ୍ତି। ଏହି ପ୍ରସଙ୍ଗ ଉପରେ ସୁପ୍ରିମକୋର୍ଟ ବିଚାରପତି ବିକ୍ରମ ନାଥ ଓ ବିଚାରପତି ସନ୍ଦୀପ ମେହେଟାଙ୍କୁ ନେଇ ଗଠିତ ପୀଠ ମଲ୍‌ଟିପ୍ଲେକ୍ସ ମାଲିକଙ୍କୁ ଚେତାବନୀ ଦେଇଛନ୍ତି। ​‌ପୀଠ ମଲ୍‌ଟିପ୍ଲେକ୍ସ ମାଲିକଙ୍କୁ ଦରଦାମ ନିୟନ୍ତ୍ରଣ କରିବାକୁ କହିଛନ୍ତି। ଅନ୍ୟଥା ସେମାନଙ୍କ ବେପାର ସମ୍ପୂର୍ଣ୍ଣ ରୂପେ ବନ୍ଦ ହୋଇଯିବ। କାରଣ ଦରଦାମ […]

Read More Text.
Turkey

ତୁର୍କୀରେ ପରଫ୍ୟୁମ ଡିପୋରେ ନିଆଁ ଲାଗି ୬ ମୃତ

ଇସ୍ତାନବୁଲ : ଉତ୍ତର-ପଶ୍ଚିମ ତୁର୍କୀରେ ଏକ ପରଫ୍ୟୁମ ଡିପୋରେ ଭୟଙ୍କର ନିଆଁ ଲାଗିଛି । ଏଥିପାଇଁ ୬ ଜଣ ଲୋକଙ୍କ ଜୀବନ ଚାଲିଯାଇଛି । ଘଟଣାରେ ଜଣେ ଆହତ ହୋଇଛନ୍ତି । ଘଟଣା ବିଷୟରେ ଖବର ମିଳିବା ପରେ ଅଗ୍ନିଶମ ଟିମର ଅଧିକାରୀ ନିଆଁ ଲିଭାଇବା ସହିତ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ନିଆଁ ଲାଗିବା ପରେ ବିସ୍ଫୋରଣ ଶବ୍ଦ ଶୁଣିବାକୁ ମିଳିଥିଲା । ତେଣୁ ଆଖପାଖରେ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ତୁର୍କୀ ଅଧିକାରୀଙ୍କ କହିବାନୁଯାୟୀ, କୋକିଲି […]

Read More Text.

ଡିସେମ୍ବର ୧ରୁ ୧୯ ତାରିଖ ଯାଏଁ ଚାଲିବ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ : ଡିସେମ୍ବର ୧ ତାରିଖରୁ ସଂସଦର ଶୀତ ଅଧିବେଶନ । ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜ୍ଜୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସରକାରଙ୍କ ପ୍ରସ୍ତାବିତ ଅଧିବେଶନ ତାରିଖକୁ ଅନୁମୋଦନ କରିଛନ୍ତି। ଚଳିତ ଅଧିବେଶରେ ବହୁ ଗରୁତ୍ବପୂର୍ଣ୍ଣ ବିଲ ଆସିବ । ବିହାର ବିଧାନସଭା ନିର୍ବାଚନ ପରେ ହେବାକୁ ଥିବା ଶୀତ ଅଧିବେଶରେ ସରକାରଙ୍କୁ ଘେରିବାକୁ ବିରୋଧୀ […]

Read More Text.
Jammu kashmir

ସେନା ଗୁଳିରେ ୨ ଆତଙ୍କୀ ନିହତ

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀରର କୁପୱାଡାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର । ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ । ଏହାପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି । ରିପୋର୍ଟ ଅନୁଯାୟୀ, କୁପୱାଡ଼ାର କେରନ ସେକ୍ଟରରେ ଏକ ମିଳିତ ଅପରେସନ ଆରମ୍ଭ କରାଯାଇଥିଲା । ସୁରକ୍ଷାବାହିନୀ ଆତଙ୍କବାଦୀଙ୍କ ସନ୍ଦେହଜନକ କାର୍ଯ୍ୟକଳାପ ଦେଖି ଚ୍ୟାଲେଞ୍ଜ କରିଥିଲେ । ଫଳରେ ଦୁହିଁଙ୍କ ମଧ୍ୟରେ ଆଖିବୁଜା ଗୁଳିମାଡ ହୋଇଥିଲା । ଯାହା ଫଳରେ ୨ ଜଣ […]

Read More Text.
Fire

ଦିଲ୍ଲୀରେ ଅଗ୍ନିକାଣ୍ଡ: ଜଳିଗଲା ଅନେକ ଘର

ନୂଆଦିଲ୍ଲୀ: ଶୁକ୍ରବାର ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ରିଥାଲା ମେଟ୍ରୋ ଷ୍ଟେସନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଦିଲ୍ଲୀ ଅଗ୍ନିଶମ ସେବା (DFS) ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି । DFS କହିଛି ଯେ ରାତି ସମୟରେ ଅଗ୍ନିକାଣ୍ଡ ସମ୍ପର୍କରେ ଏକ ଫୋନ୍ ପାଇଥିଲା, ଯାହା ପରେ ଘଟଣାସ୍ଥଳକୁ ୨୯ଟି ଦମକଳ ଗାଡ଼ି ପଠାଯାଇଥିଲା । ଏହି ସମ୍ପୂର୍ଣ୍ଣ ଘଟଣାରେ ଜଣେ ଶିଶୁ ଆହତ ହୋଇଛି, ଯାହାକୁ ଡାକ୍ତରଖାନା ନିଆଯାଇଛି । […]

Read More Text.
Indian

ରୁଷ ମିଲିଟାରୀରେ ନିଯୁକ୍ତ ୪୪ ଭାରତୀୟ, ତୁରନ୍ତ ମୁକ୍ତ କରିବାକୁ ଭାରତର ଦାବି

ନୂଆଦିଲ୍ଲୀ: ରୁଷ ସେନାରେ ୪୪ ଭାରତୀୟ । ସେମାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ରୁଷ ନିକଟରେ ଭାରତ ଦାବି ଦୋହରାଇଛି  ।  ଏହା  କହିଛନ୍ତି ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ । ରୁଷ ସେନାରେ ନିଯୁକ୍ତ ଭାରତୀୟଙ୍କ ସଂପର୍କରେ ମସ୍କୋ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇଛି  । ରୁଷ ମିଲିଟାରୀରେ ଭାରତୀୟ ନାଗରିକଙ୍କୁ ନିଯୁକ୍ତି ନ କରିବାକୁ କୁହାଯାଇଛି  । ଗତ କିଛି ମାସ ମଧ୍ୟରେ ରୁଷ ସେନାରେ ଭାରତୀୟ ନାଗରିକଙ୍କ ନିଯୁକ୍ତି ବଢ଼ିଛି । ରୁଷ […]

Read More Text.