ମେକ୍ସିକୋ ସୁପରମାର୍କେଟରେ ଅଗ୍ନିକାଣ୍ଡ, ୨୩ ମୃତ
ମେକ୍ସିକୋ : ମେକ୍ସିକୋର ସୋନୋରା ରାଜ୍ୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୨୩ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୧୨ ଜଣ ଆହତ ହୋଇଛନ୍ତି । ଯାହା ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ରାଷ୍ଟ୍ରପତି ସେନବାଉମ୍ ପୀଡିତଙ୍କ ପରିବାରକୁ ସହାୟତା ଯୋଗାଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ‘ଡେ ଅଫ୍ ଦ ଡେଡ୍’ ଉତ୍ସବ ପାଳନ କରୁଥିବା ସମୟରେ ଅଗ୍ନିକାଣ୍ଡ ଘଟିଥିଲା […]
Read More Text.