ଆଉ ମିଳିବନି ୧୦ ମିନିଟ ଡେଲିଭରି ସେବା, ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ପାଇଁ ନିଷ୍ପତ୍ତି ନେଲେ ସରକାର
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ଏବେ ଆଉ ମିଳିବନି ୧୦ ମିନିଟରେ ଡେଲିଭରି । ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଶ୍ରମ ମନ୍ତ୍ରଣାଳୟ ୧୦ ମିନିଟ୍ ଡେଲିଭରି ଉପରେ ପ୍ରତିବନ୍ଧକ ଲଗାଇଛି । କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡାଭିଆ ଏହି ପ୍ରସଙ୍ଗରେ ବ୍ଲିଙ୍କିଟ୍, ଜେପ୍ଟୋ, ସ୍ୱିଗି ଏବଂ ଜୋମାଟୋର ଅଧିକାରୀଙ୍କ ସହ କଥା ହୋଇଛନ୍ତି ଏବଂ ଡେଲିଭରି ସମୟ ସୀମା ହଟାଇବା ପାଇଁ ଅନୁରୋଧ କରିଛନ୍ତି । […]
Read More Text.