ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ
ଯୋଧପୁର : ଗଣଦୁଷ୍କର୍ମ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି । ହାଇକୋର୍ଟ ଆଶାରାମ ବାପୁଙ୍କୁ ମେଡିକାଲ ଗ୍ରାଉଣ୍ଡରେ ୬ ମାସର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ହାଇକୋର୍ଟରୁ ମୁଖ୍ୟ ନ୍ୟାୟାଧୀଶ ସଂଜୀବ ପ୍ରାକାଶ ଶର୍ମା ଡିଭିଜନ ବେଞ୍ଚ ମାମଲାର ଶୁଣାଣି କରି ଆଶାରାମଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ଆଶାରାମଙ୍କ ଚିକିତ୍ସା ଏବେ ଘରୋଇ ହସପିଟାଲରେ ଚାଲିଛି । ଆଶାରାମଙ୍କ ଖରାପ ସ୍ବାସ୍ଥ୍ୟବସ୍ଥା ଦର୍ଶାଇ ରେଗୁଲାର ଜାମିନ […]
Read More Text.