ଭାରତୀୟଙ୍କ ପାଇଁ ବାଂଲାଦେଶୀ ଭିସା ସେବା ବନ୍ଦ
ନୂଆଦିଲ୍ଲୀ: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ । ଭାରତର ଭିସା ସେବା ବନ୍ଦ କରିବା ନିଷ୍ପତ୍ତି ପ୍ରତିବାଦରେ ବାଂଲାଦେଶ ଏହି ନିଷ୍ପତ୍ତି ନେଇଛି । ବାଂଲାଦେଶର ବିଚ୍ଛିନ୍ନତାବାଦୀ ନେତା ଶରିଫ ଉସମାନ ହାଦିଙ୍କ ମୃତ୍ୟୁ ପରେ ଦୁଇ ଦେଶ ମଧ୍ୟରେ ବିବାଦ ତେଜୁଛି । ଢାକା ଏବଂ ବାଂଲାଦେଶର ବିଭିନ୍ନ ହାଇକମିଶନର କାର୍ଯ୍ୟାଳୟ ଆଗରେ ବାଂଲାଦେଶ ପକ୍ଷରୁ ବିରୋଧ ପ୍ରଦର୍ଶନ ହୋଇଥିଲା । ହିଂସାତ୍ମକ ପ୍ରଦର୍ଶନ ପରେ ବାଂଲାଦେଶରେ ଭିସା ସେବା କେନ୍ଦ୍ର ବନ୍ଦ […]
Read More Text.