ନୀରଜ ଚୋପ୍ରାଙ୍କୁ ଲେଫ୍ଟନାଣ୍ଟ କର୍ଣ୍ଣେଲ ଉପାଧି, ରକ୍ଷାମନ୍ତ୍ରୀ ଓ ସ୍ଥଳ ସେନା ମୁଖ୍ୟ କଲେ ସମ୍ମାନିତ
ନୂଆଦିଲ୍ଲୀ : ଅଲିମ୍ପିକ ପଦକ ବିଜେତା ତଥା ଜାଭେଲିନ ଥ୍ରୋ ଖେଳାଳି ନୀରଜ ଚୋପ୍ରାଙ୍କୁ ଲେଫ୍ଟନାଣ୍ଟ କର୍ଣ୍ଣେଲ ଉପାଧି ପ୍ରଦାନ କରାଯାଇଛି । କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଓ ସ୍ଥଳ ସେନା ଅଧ୍ୟକ୍ଷ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଉପସ୍ଥିତିରେ ଭାରତୀୟ ସେନାରେ ସମ୍ମାନଜନକ ଲେଫ୍ଟନାଣ୍ଟ କର୍ଣ୍ଣେଲ ଉପାଧି ପ୍ରଦାନ କରାଯାଇଛି । ଆଜି ସାଉଥ ବ୍ଲକରେ ଅନୁଷ୍ଠିତ ପିପିଙ୍ଗ ସମାରୋହ ଅବସରରେ ଦୁଇଥର ଅଲିମ୍ପିକ ପଦକ ବିଜେତା ନୀରଜ ଚୋପ୍ରାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପିପିଙ୍ଗ ସମାରୋହରେ […]
Read More Text.