Earthquake 1 1 300x169

ମେକ୍ସିକୋରେ ୬.୫ ତୀବ୍ରତାର ଭୂମିକମ୍ପ, ୨ ମୃତ

ମେକ୍ସିକୋ: ମେକ୍ସିକୋର ଅନେକ ଅଞ୍ଚଳକୁ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଦକ୍ଷିଣ ଏବଂ ମଧ୍ୟ ମେକ୍ସିକୋରେ ଘଟିଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୪ ରହିଥିଲା, ଯାହାକୁ ଶକ୍ତିଶାଳୀ ଏବଂ ସମ୍ଭାବ୍ୟ ବିପଜ୍ଜନକ ବୋଲି ବିବେଚନା କରାଯାଉଛି। ଭୂମିକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ରାଷ୍ଟ୍ରପତି କ୍ଲାଉଡିଆ ଶେନବାମଙ୍କ ନୂତନ ବର୍ଷର ପୂର୍ବ ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳନୀକୁ ବନ୍ଦ କରାଯାଇଥିଲା । ଏପର୍ଯ୍ୟନ୍ତ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି । […]

Read More Text.
Files combo iran us israel conflict 0 1750243584206 1750243597946

ବିକ୍ଷୋଭକାରୀଙ୍କ ଉପରେ ଆକ୍ରମଣ ବନ୍ଦ ନ କଲେ ହସ୍ତକ୍ଷେପ କରିବୁ: ଇରାନକୁ ଚେତାବନୀ ଦେଲେ ଟ୍ରମ୍ପ

ୱାଶିଂଟନ: ଡଲାର ତୁଳନାରେ ଇରାନ ମୁଦ୍ରା ରିଆଲର ବିନିମୟ ମୂଲ୍ୟ ସବୁଠାରୁ ନିମ୍ନସ୍ତରରେ ପହଞ୍ଚିଥିବାରୁ ଇରାନରେ ବିଗତ କିଛି ଦିନ ହେଲା ଜୋରଦାର ବିକ୍ଷୋଭ ପ୍ରଦର୍ଶିତ ହେଉଛି। ବିକ୍ଷୋଭକାରୀଙ୍କୁ ଦମନ କରିବାକୁ ଇରାନ ସେନା ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏଥିରେ ୧୦ ବିକ୍ଷୋଭକାରୀ ପ୍ରାଣ ହରାଇଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ କଡା ଧମକ ଦେଇଛନ୍ତି। ଯଦି ଇରାନ ସରକାର ବିକ୍ଷୋଭକାରୀଙ୍କ ଉପରେ ଚାଲିଥିବା ଆକ୍ରମଣ ବନ୍ଦ […]

Read More Text.
1744027679726 aiims 1 1068x601

ଦେଶର ୧୧ ଏମ୍ସରେ ଖାଲି ପଡ଼ିଛି ୧୬୦୦ ଶିକ୍ଷକ ପଦ, ଡାକ୍ତରୀ ଶିକ୍ଷାଦାନ ପ୍ରଭାବିତ

ନୂଆଦିଲ୍ଲୀ: ଦେଶର ୧୧ଟି ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ)ରେ ୧୬୦୦ ଶିକ୍ଷକ ପଦ ଖାଲି ପଡିଛି। ଏହି ସବୁ ଏମ୍ସରେ ମୋଟ ୪୦୯୯ଟି ଅନୁମୋଦିତ ଶିକ୍ଷକ ପଦ ରହିଛି। ସୂଚନା ଅଧିକାର (ଆରଟିଆଇ) ତଥ୍ୟ ଅନୁଯାୟୀ ୧୧ଟି ଏମ୍ସର ଅନୁମୋଦିତ ଶିକ୍ଷକ ପଦ ମଧ୍ୟରୁ ପ୍ରତିଟି ୧୦ଟିରେ ୪ଟି ଖାଲି ପଡିଛି। ଏମ୍ସ ଭଳି ଦେଶର ପ୍ରମୁଖ ସ୍ବାସ୍ଥ୍ୟସେବା ପ୍ରତିଷ୍ଠାନରେ ଏତେ ସଂଖ୍ୟକ ଶିକ୍ଷକ ପଦ ଖାଲି ରହିବା ଉଦ୍‌ବେଗର ବିଷୟ। ଏହାଦ୍ବାରା […]

Read More Text.
Magha mela

ଆଜିଠାରୁ ‘ମାଘ ମେଳା, ସଙ୍ଗମ ସ୍ଥଳରେ ବୁଡ଼ ପକାଇବା ପାଇଁ ପ୍ରୟାଗରାଜରେ ଭକ୍ତଙ୍କ ଭିଡ଼,

ଉତ୍ତରପ୍ରଦେଶ : ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ଆଜିଠାରୁ ବିଶ୍ୱପ୍ରସିଦ୍ଧ ‘ମାଘ ମେଳା ୨୦୨୬’ ଆରମ୍ଭ ହୋଇଛି । ମାଘ ମେଳା ପୂର୍ବରୁ ସ୍ନାନ ପର୍ବ ପୌଷ ପୂର୍ଣ୍ଣିମାର ପର୍ବ ଗଙ୍ଗା, ଯମୁନା ଏବଂ ସରସ୍ବତୀ ନଦୀର ତ୍ରିବେଣୀରେ ଆସ୍ଥାର ବୁଡ଼ ପକାଇବା ପାଇଁ ଭିଡ଼ ଜମିଛି । ପୌଷ ପୂର୍ଣ୍ଣିମାରେ ସଙ୍ଗମ ତ୍ରିବେଣୀରେ ସ୍ନାନ ଏବଂ ଦାନର ବିଶେଷ ମହତ୍ତ୍ବ ରହିଥାଏ । ମାଘ ମାସରେ ପ୍ରୟାଗରାଜରେ ସ୍ନାନ ଏବଂ କଳ୍ପବାସ କରିବା ଦ୍ୱାରା ମନୁଷ୍ୟକୁ […]

Read More Text.

ୟେମେନରେ ସାଉଦିଆରବର ଭୟଙ୍କର ଏୟାର ଷ୍ଟ୍ରାଇକ, ୨୦ ମୃତ

ୟେମେନ: ୟେମେନରେ ଭୟଙ୍କର ଏୟାର ଷ୍ଟ୍ରାଇକ ।  ସାଉଦିଆରବର ଆକ୍ରମଣରେ ୨୦ ମୃତ ।  ଦୁଇ ଦେଶ ମଧ୍ୟରେ ବଢ଼ିଲା ଯୁଦ୍ଧ ଆଶଙ୍କା ।  ୟେମେନରେସାଉଦି ଆରବ ନେତୃତ୍ୱାଧୀନ ମିଳିତ ବାହିନୀ ପକ୍ଷରୁ ବଡ଼ ଧରଣର ବିମାନ ଆକ୍ରମଣ କରାଯାଇଛି ।  ଏହି ଆକ୍ରମଣରେ ପ୍ରାୟ ୨୦ ଜଣ ବିଦ୍ରୋହୀ ସୈନ୍ୟ ପ୍ରାଣ ହରାଇଥିବା ଜଣାପଡ଼ିଛି । ‘ସଦର୍ଣ୍ଣ ଟ୍ରାଞ୍ଜିସନାଲ୍ କାଉନସିଲ୍’ ନାମକ ଗୋଷ୍ଠୀର ଶିବିର ଉପରେ ଆଟାକ ହୋଇଛି ।  ଏହି ଗୋଷ୍ଠୀକୁ ସଂଯୁକ୍ତ ଆରବ ଏମିରେଟ୍ସ […]

Read More Text.

ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଲେ ବେଲୁଚ୍ ନେତା

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଛନ୍ତି ବେଲୁଚ୍ ନେତା । ଚୀନ୍ ବେଲୁଚିସ୍ତାନରେ ସାମରିକ ବାହିନୀ ମୁତୟନ କରିବାକୁ ଯାଉଥିବା ସେ ଚିଠିରେ ଦାବି କରିଛନ୍ତି । ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପାକିସ୍ତାନର ବେଲୁଚିସ୍ତାନ ନେତା ମୀର ୟାର ବାଲୁଚ୍ ଚିଠି ଲେଖିଛନ୍ତି । ଚିଠି ମାଧ୍ୟମରେ ସତର୍କ କରାଇ ଦେଇଛନ୍ତି ଆଗାମୀ କିଛି ମାସ ମଧ୍ୟରେ ଚୀନ୍ ବେଲୁଚିସ୍ତାନରେ ସାମରିକ ବାହିନୀ ମୁତୟନ କରିବାକୁ ଯାଉଛି । ନୂଆବର୍ଷରେ ମୀର […]

Read More Text.

ସେନା ଶିବିରରେ ଅଗ୍ନିକାଣ୍ଡ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଜୋଶୀମଠରେ ଏକ ସେନା ଶିବିର ଭିତରେ ଥିବା ଏକ ଦୋକାନରେ ହଠାତ୍ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ସମ୍ପୂର୍ଣ୍ଣ ଦୋକାନଟି ଜଳିଯାଇଥିଲା । ସେନା କର୍ମଚାରୀମାନେ ନିଆଁ ଲିଭାଇବା ପାଇଁ ପ୍ରୟାସ କରୁଛନ୍ତି । ଶିବିରର ଷ୍ଟୋରେଜ୍ ଅଞ୍ଚଳରେ ଅପରାହ୍ନ ପ୍ରାୟ ୨ଟା ସମୟରେ ନିଆଁ ଲାଗିଥିଲା । ସ୍ପାର୍କିଂ ଯୋଗୁଁ ନିଆଁ ଲାଗିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣା ପଡିଛି । ଅଗ୍ନିକାଣ୍ଡ ପରେ ନିଆଁ ଦ୍ରୁତ ଗତିରେ ବ୍ୟାପିଥିଲା । ସେଠାରେ […]

Read More Text.

ସ୍ବିଜରଲାଣ୍ଡ ସ୍କି ରିସର୍ଟ ଅଗ୍ନିକାଣ୍ଡରେ ୪୭ ମୃତ: ୫ଦିନ ରାଷ୍ଟ୍ରୀୟ ଶୋକ ପାଳନ

ଜେନିଭା: ନୂଆବର୍ଷ ପାଳନ ସମୟରେ ସ୍ବିଜରଲାଣ୍ଡର କ୍ରାନ୍ସ ମଣ୍ଟାନା ସହରରେ ଏକ ସ୍କି ରିସର୍ଟ ବାର୍ରେ ଭୟାବହ ଅଗ୍ନିକାଣ୍ଡ ଘଟି ଏପର୍ଯ୍ୟନ୍ତ ୪୭ଜଣ ଲୋକ ପ୍ରାଣ ହରାଇଛନ୍ତି। ୧୦୦ରୁ ଅଧିକ ଆହତ ହୋଇଥିବାବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଏହା ଏକ ଦୁର୍ଘଟଣା ଏବଂ ଏହାପଛରେ ଆତଙ୍କବାଦୀ ସଂଗଠନର କୌଣସି ହାତ ନାହିଁ ବୋଲି ସ୍ବିଜରଲାଣ୍ଡ ପୁଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ଘଟଣା ପାଇଁ ସ୍ବିଜରଲାଣ୍ଡରେ ୫ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରିବାକୁ କୁହାଯାଇଛି […]

Read More Text.

ଇନ୍ଦୋରରେ ଉଗ୍ର ରୂପ ନେଲା ଦୂଷିତ ପାଣି ସମସ୍ୟା : ୫୦୦ରୁ ଅଧିକଙ୍କୁ ଝାଡ଼ାବାନ୍ତି, ଆଇସିୟୁରେ ୩୨ ଜଣ

ଇନ୍ଦୋର : ମଧ୍ୟପ୍ରଦେଶ ଇନ୍ଦୋରର ଭାଗିରଥପୁର ଅଞ୍ଚଳରେ ସଂକ୍ରମିତ ଜଳ ସଙ୍କଟ ଭୟଙ୍କର ରୂପ ନେଇଛି । ଦୂଷିତ ପାଣି ପିଇ ଅଞ୍ଚଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି । ୫୦୦ରୁ ଅଧିକ ଲୋକଙ୍କ ବାନ୍ତି ଏବଂ ଝାଡା ହେଉଥିବା ବେଳେ ୨୦୦ ଲୋକ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ୩୨ ଜଣ ଆଇସିୟୁରେ ଜୀବନ ସହିତ ଲଢୁଛନ୍ତି । ଖବର ମୁତାବକ, ଗୁରୁବାର ଦିନ ଭାଗିରଥିପୁରର ୧୭୧୪ ଘରକୁ […]

Read More Text.

ୟୁପି ପରେ ରାଜସ୍ଥାନରେ ସ୍କୁଲରେ ଛାତ୍ରଛାତ୍ରୀ ଖବରକାଗଜ ପଢିବା ବାଧ୍ୟତାମୂଳକ

ରାଜସ୍ଥାନ : ସ୍କୁଲ ଶିକ୍ଷାରେ ମୋବାଇଲ ଏବଂ ଇଣ୍ଟରନେଟର ବ୍ୟବହାର ବଢିବାରେ ଲାଗିଛି । କରୋନା ପରେ ଅନଲାଇନ କ୍ଲାସ ସ୍କୁଲ ସିଷ୍ଟମର ଅଂଶ ହୋଇଛି । ସ୍କୁଲ ପିଲାଙ୍କ ନିର୍ଭରତା ମୋବାଇଲ, ଲାପଟପ୍ ଏବଂ ଇଣ୍ଟରନେଟରେ ବଢୁଛି । ଏହି କାରଣ ଯୋଗୁଁ ପିଲାମାନେ ବହି ଠାରୁ ଦୂରେଇ ଯାଉଛନ୍ତି । ଏହାକୁ ନେଇ ଶିକ୍ଷା ବିଶେଷଜ୍ଞ ଚିନ୍ତାରେ ରହିଛନ୍ତି । ଏହାକୁ ଦେଖି ରାଜ୍ୟ ସରକାର ଆଲର୍ଟ ମୋଡରେ ରହିଛନ୍ତି । ଏବେ ରାଜସ୍ଥାନ ସରକାର […]

Read More Text.