ଛଟ୍ ପୂଜା ପାଇଁ ଘରକୁ ଫେରୁଥିବା ବେଳେ ଟ୍ରେନରୁ ଖସିପଡିଲେ ୩ ଯାତ୍ରୀ, ୨ ମୃତ
ମହାରାଷ୍ଟ୍ର : ମହାରାଷ୍ଟ୍ରର ନାସିକ ରୋଡ୍ ରେଳ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା ଘଟିଛି । ଛଟ ପୂଜା ପାଇଁ ଘରକୁ ଫେରୁଥିବା ତିନି ଜଣ ଯାତ୍ରୀ ଟ୍ରେନ୍ରୁ ଛିଟିକି ପଡିବାର ଦୁଇଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଜଣେ ଗୁରୁତର ଆହତ ହୋଇଥିଲେ । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଏକ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚିଛି । ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, […]
Read More Text.