ଭୋଟ ଚୋରି କରିଥିଲେ ନେହେରୁ ଓ ଇନ୍ଦିରା: ଅମିତ ଶାହା
ନୂଆଦିଲ୍ଲୀ : ଲୋକସଭାରେ ବୁଧବାର ଦ୍ବିତୀୟ ଦିନ ପାଇଁ ଏସ୍ଆଇଆର ଓ ନିର୍ବାଚନ ସଂସ୍କାର ପ୍ରସଙ୍ଗରେ ଆଲୋଚନା ହୋଇଛି। ଆଲୋଚନାରେ ଭାଗ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଥିଲେ ଯେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଚାଲିଥିବା ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା (ଏସ୍ଆଇଆର)କୁ ନେଇ ବିରୋଧୀ ଦଳଗୁଡିକ ମିଥ୍ୟା ପ୍ରଚାର ଚଳାଇଛନ୍ତି। ବିରୋଧୀ ଦଳଗୁଡିକ ନିଜର ନିର୍ବାଚନ ଫାଇଦା ପାଇଁ ନିର୍ବାଚନ ଆୟୋଗଙ୍କୁ ନିନ୍ଦିତ କରିବାକୁ ଚେଷ୍ଟା କରୁଛନ୍ତି। ମାତ୍ର ନିର୍ବାଚନ ଆୟୋଗ ଯେଉଁ […]
Read More Text.