women 750x430

ଯୌତୁକ ପାଇଁ ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା

ଲକ୍ଷ୍ନୌ: ପୁଣି ଯୌତୁକ ବର୍ବରତାରେ ବଳି ପଡିଲେ ଆଉ ଜଣେ ମହିଳା । ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ, ଯୌତୁକ ପାଇଁ ଜଣେ ମହିଳାଙ୍କୁ ତାଙ୍କ ପୁଅ ଏବଂ ଭଉଣୀଙ୍କ ସମ୍ମୁଖରେ ଜିଅନ୍ତା ପୋଡିଦେଲେ ସ୍ବାମୀ । ପୋଡ଼ିବା ପରେ, ମହିଳା ଜଣକ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ତାଙ୍କ ଭଉଣୀଙ୍କୁ ମଧ୍ୟ ଏତେ ମାଡ଼ ମାରିଥିଲେ ଯେ ସେ ଚେତାଶୂନ୍ୟ ହୋଇଯାଇଥିଲେ। ପଡ଼ୋଶୀମାନଙ୍କ ସହାୟତାରେ, ଗୁରୁତର ଭାବରେ ପୀଡିତା ମହିଳାଙ୍କୁ ଡାକ୍ତରଖାନା ନିଆଯାଇଥିଲା, କିନ୍ତୁ ଡାକ୍ତରମାନେ ତାଙ୍କର […]

Read More Text.
Img 20250814 wa0103

ବାରିପଦା ଠାରେ ହର ଘର ତ୍ରିରଙ୍ଗା ଉପଲକ୍ଷେ ତ୍ରିରଙ୍ଗା ବାଇକ୍ ରାଲି ଅନୁଷ୍ଠିତ

ବାରିପଦା : ଆଜି ବାରିପଦାଠାରେ ହର ଘର ତ୍ରିରଙ୍ଗା ଉପଲକ୍ଷେ ଏକ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବାଇକ ରାଲି ସହିତ ତ୍ରିରଙ୍ଗା ୱାକାଥନ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରା ସକାଳ ୮ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ଠାରୁ ଆରମ୍ଭ ହୋଇ ସହରର ବିଭିନ୍ନ ରାସ୍ତାରେ ପରିକ୍ରମା କରି ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ପାଖରେ ସମ୍ପୂର୍ଣ୍ଣ ହୋଇଥିଲା। ଉକ୍ତ ତ୍ରିରଙ୍ଗା ବାଇକ ଯାତ୍ରାକୁ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ […]

Read More Text.
President

ଆସିଛି ଡାକରା, ରାଷ୍ଟ୍ରପତି ଭବନ ଯିବେ ଆଦିବାସୀ ମହିଳା ସୁରୁ ତିରିଆ

ମୟୁରଭଞ୍ଜ: ଆଦିବାସୀ ମହିଳାଙ୍କୁ ଆସିଛି ଦିଲ୍ଲୀ ଡାକରା। ରାଷ୍ଟ୍ରପତି ଭବନରୁ ଆସିଛି ଡାକରା। ଦିଲ୍ଲୀ ଯିବେ ଆଦିବାସୀ ମହିଳା ସୁରୁ ତିରିଆ। ମୟୁରଭଞ୍ଜ ଜିଲ୍ଲା କୁସୁମି ବ୍ଲକ ବାସାଘୁଟୁ ଗ୍ରାମର ଆଦିବାସୀ ମହିଳା ସୁରୁ ତିରିଆଙ୍କୁ ପଡିଛି ଦିଲ୍ଲୀ ଡାକରା। ଆସନ୍ତା ସ୍ୱାଧୀନତା ଦିବସ ପାଳନ ସମାରୋହରେ ଯୋଗଦେବା ପାଇଁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ ପତ୍ର। ଏହି ନିମନ୍ତ୍ରଣ ପତ୍ର ପାଇବା ପରେ ସୁରୁଙ୍କ ମନରେ ନାହିଁ ନଥିବା ଉତ୍ସାହ। ସୁରୁ ଜଣେ ସବୁଠୁ ନିଆରା […]

Read More Text.
2 172 1753955354020

ଉପମୁଖ୍ୟମନ୍ତ୍ରୀଙ୍କ ଚେତାବନୀ, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ ନକଲେ ଆକ୍ସନ

ଭୁବନେଶ୍ୱର ୩୧।୦୭ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଚେତାବନୀ । କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦର ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍‌ ରଖାଯାଇଛି।ଏହି କମିଟି ନ କଲେ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି , ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି, POSH ACT ଅନୁସାରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ତେଣୁ POSH […]

Read More Text.
2 176 1753347880867

ମଙ୍ଗଳ ଗ୍ରହରେ ଶୈବାଳ ବିକଶିତ : ବଢିଲା ଜୀବନ ବସତିର ଆଶା

ନୂଆଦିଲ୍ଲୀ ୨୪।୦୭; ସ୍ଥାୟୀ ମହାକାଶ ଯାତ୍ରା ପାଇଁ ଏକ ପ୍ରମୁଖ ପଦକ୍ଷପ ଭାବରେ, ଗବେଷକମାନେ ବୈବ ବିଘଟନଶୀଳ ବାୟୋଫ୍ଲାଷ୍ଟିକ ଭିତରେ ଏକ ଶୈବାଳକୁ ସଫଳତାର ସହିତ ବିକାଶ କରିବାରେ ସକ୍ଷମ ହୋଇଛନ୍ତି। ପୃଥିବୀର ଚାପ ତୁଳନାରେ ପ୍ରାୟ ଏକ ପ୍ରତିଶତ ପୃଷଠଚାପ ବିଶିଷ୍ଟ ମଙ୍ଗଳ ପରିବେଶରେ ପଲିଲାକ୍ଟିକ୍‌ ଏସିଡ୍‌ରେ ତିଆରି ସାମଗ୍ରୀ କେତେ ଭଲ ଭାବରେ ବାସଯୋଗ୍ୟ ହୋଇପାରିବ ତାହା ଦେଖିବା ପାଇଁ ଏହି ପରୀକ୍ଷଣ କରାଯାଇଥିଲା । ମଙ୍ଗଳରେ ବସତି ସ୍ଥାପନ ପରେ ପୃଥିବୀରୁ ବାରମ୍ଵାର ସମ୍ଵଳ […]

Read More Text.
20250715 013225

ଜୀବନ ଯୁଦ୍ଧରେ ହାରିଗଲେ ଏଫଏମ କଲେଜ ଛାତ୍ରୀ

  -ଜୀବନ ମରଣ ଲଢେଇ ଭିତରେ ଶେଷ ନିଶ୍ୱାସ ତ୍ୟାଗ କଲେ ଛାତ୍ରୀ -ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ – ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା -ଆତ୍ମାହୁତି ଉଦ୍ୟମ ପରେ ସଙ୍କଟାପନ୍ନ ଅବସ୍ଥାରେ ଏମ୍ସରେ ଭର୍ତ୍ତି ହୋଇଥିଲେ -ଶନିବାର କଲେଜରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ -ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ […]

Read More Text.

ସୀମା ଟପିଛି ଇଡ଼ି : ତାମିଲନାଡୁ ମଦ ଦୁର୍ନୀତି ତଦନ୍ତକୁ ଅଟକାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସୁପ୍ରିମକୋର୍ଟ ତାମିଲନାଡୁର ରାଜ୍ୟ ପରିଚାଳିତ ମଦ ସଂସ୍ଥା ତାମିଲନାଡୁ ଷ୍ଟେଟ ମାର୍କେଟିଂ କର୍ପୋରେସନ (ଟାସମାକ) ସହ ଜଡ଼ିତ ଅଭିଯୁକ୍ତ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି)ର ତଦନ୍ତ ଓ ଚଢ଼ାଉ ଉପରେ ଅସ୍ଥାୟୀ ରୋକ ଲଗାଇଛନ୍ତି। ପ୍ରଧାନ ବିଚାରପତି ବି.ଆର. ଗଭାଇ ଏବଂ ବିଚାରପତି ଏ.ଜି. ମାସିହଙ୍କ ଖଣ୍ଡପୀଠ ଇଡିକୁ କଡ଼ା ସମାଲୋଚନା କରି କହିଛନ୍ତି ଯେ, ଏହି ସଂସ୍ଥା “ସମସ୍ତ ସୀମା ଲଙ୍ଘନ କରୁଛି” ଏବଂ ଦେଶର ସମ୍ବିଧାନରେ ଥିବା ଫେଡେରାଲ ଗଠନକୁ […]

Read More Text.
2 13 1536x864

ପରମାଣୁ ଅସ୍ତ୍ର ବ୍ଲାକମେଲିଂକୁ ସହିବୁ ନାହିଁ: ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଏବଂ ପାକିସ୍ତାନର ଡିଜିଏମଓଙ୍କ ମଧ୍ୟରେ ନିର୍ଦ୍ଧାରିତ ଆଲୋଚନା ପରେ ଦେଶକୁ ସମ୍ବୋଧିତ କରିଛନ୍ତି। ଅପରେସନ ସିନ୍ଦୂର ପରେ, ସେ ପ୍ରଥମ ଥର ପାଇଁ ଦେଶର ଜନତାଙ୍କ ସମ୍ମୁଖରେ ପାକିସ୍ତାନ, ପିଓକେ, ଅସ୍ତ୍ରବିରତି, ଆତଙ୍କବାଦକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, “ବିଶ୍ୱ ଦେଖିଲା ଯେ କିପରି ପାକିସ୍ତାନର ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଭାରତ ଆଗରେ ବିଫଳ ହୋଇଥିଲା। ଭାରତର ଶକ୍ତିଶାଳୀ ବାୟୁ ପ୍ରତିରକ୍ଷା ପ୍ରଣାଳୀ […]

Read More Text.

କେନ୍ଦ୍ରକୁ ଡେପୁଟେସନରେ ଯିବେ ଆଉ ୨ ବରିଷ୍ଠ IPS । BSF ଆଇଜି ଭାବେ ଡେପୁଟେସନରେ ଯିବେ IPS ରବି କାନ୍ତ । BSF ଡିଆଇଜି ଭାବେ ନିଯୁକ୍ତ ହେବେ IPS ମିତ୍ରଭାନୁ ମହାପାତ୍ର ।

Read More Text.

ପାକିସ୍ତାନୀଙ୍କୁ ଖୋଜୁଖୋଜୁ ଧରାପଡ଼ିଲେ ବାଂଲାଦେଶୀ: ୫୦୦ରୁ ଅଧିକ ଅଟକ, ରାସ୍ତାରେ ଚଲାଇ ଚଲାଇ ନେଲା ପୋଲିସ

Read More Text.