ସୀମା ଟପିଛି ଇଡ଼ି : ତାମିଲନାଡୁ ମଦ ଦୁର୍ନୀତି ତଦନ୍ତକୁ ଅଟକାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୨୨।୫: ସୁପ୍ରିମକୋର୍ଟ ତାମିଲନାଡୁର ରାଜ୍ୟ ପରିଚାଳିତ ମଦ ସଂସ୍ଥା ତାମିଲନାଡୁ ଷ୍ଟେଟ ମାର୍କେଟିଂ କର୍ପୋରେସନ (ଟାସମାକ) ସହ ଜଡ଼ିତ ଅଭିଯୁକ୍ତ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି)ର ତଦନ୍ତ ଓ ଚଢ଼ାଉ ଉପରେ ଅସ୍ଥାୟୀ ରୋକ ଲଗାଇଛନ୍ତି। ପ୍ରଧାନ ବିଚାରପତି ବି.ଆର. ଗଭାଇ ଏବଂ ବିଚାରପତି ଏ.ଜି. ମାସିହଙ୍କ ଖଣ୍ଡପୀଠ ଇଡିକୁ କଡ଼ା ସମାଲୋଚନା କରି କହିଛନ୍ତି ଯେ, ଏହି ସଂସ୍ଥା “ସମସ୍ତ ସୀମା ଲଙ୍ଘନ କରୁଛି” ଏବଂ ଦେଶର ସମ୍ବିଧାନରେ ଥିବା ଫେଡେରାଲ ଗଠନକୁ […]
Read More Text.