ଓଡିଶା ଦିବସ-୨୦୨୬ ପ୍ରସ୍ତୁତି ବୈଠକ
ବାରିପଦା : ଆଜି ମୟୁରଭଞ୍ଜ ଜିଲ୍ଲା ବାମନଘାଟି ଉପଖଣ୍ଡ ର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଉପଖଣ୍ଡର ଉପଜିଲ୍ଲାପାଳ ଶ୍ରୀ ସୌମ୍ୟ ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ବାମନଘାଟି ଉପଖଣ୍ଡ ରାଇରଙ୍ଗପୁର ଠାରେ ଓଡିଶା ଦିବସ-୨୦୨୬ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ବୈଠକରେ ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଚାରୁ କୁମାର ବଳ, ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରା,ରାଇରଙ୍ଗପୁର ଟାଉନ ଥାନା ଅଧିକାରୀ ଶ୍ରୀ ଜ୍ୟୋତିପ୍ରକାଶ ସ୍ୱାଇଁ ପ୍ରମୁଖ […]
Read More Text.