ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ସୁରକ୍ଷା କଡ଼ାକଡ଼ି, ମୁତୟନ ହେବେ ୭୨ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ବର: ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ କଡ଼ା ସୁରକ୍ଷା । ଜଗିବେ ୭୨ ପ୍ଲାଟୁନ୍ ଫୋର୍ସ, ଡ୍ରୋନ୍ ଓ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର । ଆସନ୍ତା ୨୯ ଜୁନ୍ ରେ ଅନୁଷ୍ଠିତ ହେବାକୁ ଯାଉଛି ମହାପ୍ରଭୁଙ୍କ ପବିତ୍ର ସ୍ନାନ ପୂର୍ଣ୍ଣିମା । ଏହି ସମୟରେ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସର ସେଣ୍ଟ୍ରାଲ ରେଞ୍ଜ ଆଇଜିପି IGP ସତ୍ୟଜିତ୍ ନାୟକ ସୁରକ୍ଷା ବ୍ୟବସ୍ଥାର ବ୍ଲୁ-ପ୍ରିଣ୍ଟ ପ୍ରକାଶ କରିଛନ୍ତି। ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ, […]
Read More Text.