Maoists 1 e1766504230701 300x292

କ୍ୟାଡର ମାଓବାଦୀଙ୍କୁ ଧରିବା ଲାଗି ପୁରସ୍କାର ଘୋଷଣା, ଲାଗିଲା ପୋଷ୍ଟର

ରାଇକିଆ: କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ଦେଶ ଗଠନ ପାଇଁ ଲକ୍ଷ୍ୟ ରଖିଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୁଲିସ ମାଓବାଦର ମୂଳୋତ୍ପାଟନ ପାଇଁ ପ୍ରୟାସ କରୁଛି। ଏ ଦିଗରେ ପୁଲିସ ବ୍ୟାପକ ସଚେତନତା ସୃଷ୍ଟି କରିବା ସହ କନ୍ଧମାଳ ଜିଲାରେ ପୋଷ୍ଟର ଲଗାଇଛି। ଏହା ସହିତ ପୁଳିସ ମାଓବାଦୀଙ୍କ ତାଲିକା ସମ୍ବଳିତ ପୋଷ୍ଟର ଜାରି କରି ବିଭିନ୍ନ ସ୍ଥାନରେ ଲଗାଇଛି। ମାଓବାଦୀମାନଙ୍କୁ ଧରାଇ ଦେଲେ ପୁରସ୍କୃତ କରାଯିବ ବୋଲି ପୋଷ୍ଟରରେ ଉଲ୍ଲେଖ […]

Read More Text.
O

ଜାନୁଆରୀରେ ରାଜ୍ୟରେ ହେବ ୪୯ ଖଣି ନିଲାମ

ଭୁବନେଶ୍ବର: ଖଣି ନିଲାମ କରିବା ପ୍ରସଙ୍ଗରେ ବଡ ବୈଠକ ଡାକିଲେ ରାଜ୍ୟ ସରକାର ।ଏହି ପ୍ରସଙ୍ଗରେ ଆସନ୍ତା ବର୍ଷ ଜାନୁଆରୀ ୩ ତାରିଖ ଅପରାହ୍ମ​‌୪ ଟାରେ ଇସ୍ପାତ ଓ ଖଣିବିଭାଗ ର ଗୁରୁତ୍ଵପୁର୍ଣ୍ଣ ବୈଠକ ବସିବା ନେଇ ଜଣାପଡିଛି।  ଏହି ବୈଠକରେ ଇସ୍ପାତ ଓ ଖଣିବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ଓମସି ଲିମିଟେଡ୍ ଏମଡି, ଖଣି ନିର୍ଦେଶକ ଓ ଜିଏସଟି ଅଧିକାରୀ ମାନେ ପ୍ରମୁଖ ଉପସ୍ଥିତ ରହିବେ ।  ରାଜ୍ୟ​‌ରେ ଥିବା ୪୯ ଟି ଖଣିକୁ ବାର୍ଷିକ […]

Read More Text.
S. debadutta singh

ନିର୍ଦ୍ଧିଷ୍ଟ ସମୟ ସୁଦ୍ଧା ସାରିବାକୁ ହେବ ଜିରୋନାଇଟ୍‌ ଉତ୍ସବ : କମିଶନର

ଭୁବନେଶ୍ବର: ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଇଁ ଦ୍ଵେତନଗର ଭୁବନେଶ୍ଵର ଏବଂ କଟକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହି ଦୁଇଟି ଦିନ ପାଇଁ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଉଭୟ ସହରରେ ଅଧିକ ୧୫ ପ୍ଲାଟୁନ ଫୋର୍ସ ନିୟୋଜିତ କରାଯିବ ବୋଲି କମିଶନର ଏସ. ଦେବଦତ୍ତ ସିଂହ ମଙ୍ଗଳବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ପୁଲିସ ସାଦା ପୋଷାକରେ ମୁତୟନ ରହି ସମସ୍ତଙ୍କ ଉପରେ ନଜର ରଖିବେ ବୋଲି କମିଶନର କହିଛନ୍ତି। ନୂଆବର୍ଷ […]

Read More Text.
Screenshot 2025 12 23 164412

ହାଇକୋର୍ଟରେ ଗ୍ରହଣ ହେଲାନି ବିଧାୟକଙ୍କ ଦରମା ବୃଦ୍ଧି ମାମଲା

କଟକ: ବିଧାୟକଙ୍କ ଦରମା ବୃଦ୍ଧି ମାମଲା । ହାଇକୋର୍ଟରେ ବିଧାୟକଙ୍କ ଦରମା ବୃଦ୍ଧି ମାମଲା ଗ୍ରହଣ ହେଲା ନାହିଁ । AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ ଯୁକ୍ତି ପରେ ଗ୍ରହଣ କଲେନି ହାଇକୋର୍ଟ । ପ୍ରିମାଚ୍ୟୁର କହି ମାମଲାକୁ ଗ୍ରହଣ କଲେନି ହାଇକୋର୍ଟ । ବିଧିବଦ୍ଧ ବିଜ୍ଞପ୍ତି ହୋଇ ନଥିବା ଦର୍ଶାଇ ମାମଲା ଗ୍ରହଣୀୟ ହେବନି କହିଛନ୍ତି ହାଇକୋର୍ଟ । ବିଧିବଦ୍ଧ ବିଜ୍ଞପ୍ତି ପରେ ମାମଲା କରିପାରିବେ ବୋଲି ଆବେଦନକାରୀଙ୍କୁ ଅନୁମତି ଦେଲେ ହାଇକୋର୍ଟ । ହାଇକୋର୍ଟରେ […]

Read More Text.
Images (2)

କୁସ୍ତି ଖେଳାଳିଙ୍କୁ ଅଣଦେଖା ପ୍ରସଙ୍ଗରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରତିକ୍ରିୟା; ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଟ୍ରେନର ଶୌଚାଳୟ ପାଖରେ ବସି ଓଡ଼ିଶାର କୁସ୍ତି ଖେଳାଳି ଉତ୍ତରପ୍ରଦେଶ ଯିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାର ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ କରିବେ। ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଉଲ୍ଲେଖଯୋଗ୍ୟ, ଉତ୍ତରପ୍ରଦେଶରେ ହେବାକୁ ଥିବା ଜାତୀୟ ସ୍କୁଲ କୁସ୍ତି ଚାମ୍ପିଅନସିପରେ ଅଂଶଗ୍ରହଣ କରିବା ପାଇଁ ଓଡ଼ିଶାର ୧୬ ଜଣ ଯୁବ ଖେଳାଳି ଅତ୍ୟନ୍ତ ଦୟନୀୟ […]

Read More Text.
Image 2025 12 23t162718.190

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୨୨ ହାର୍ଡକୋର ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ୨୨ ଜଣ ମାଓବାଦୀ ପୋଲିସ ସମ୍ମୁଖରେ ଅସ୍ତ୍ରଶସ୍ତ୍ର ସହିତ ଆତ୍ମସମର୍ପଣ କରିଛନ୍ତି । ରାଜ୍ୟ ସରକାର ମାଓବାଦୀଙ୍କ ଉପରେ ପୁରସ୍କାର ବୃଦ୍ଧି କରିବା ପରେ ଏହି ଆତ୍ମସମର୍ପଣ ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଥିବା କୁହାଯାଉଛି । ଓଡ଼ିଶା ମାଓବାଦୀଙ୍କୁ ଅଧିକ ପ୍ରୋତ୍ସାହନ ଦିଆଯାଇଛି ଏବଂ ପଡ଼ୋଶୀ ଛତିଶଗଡ଼ ତୁଳନାରେ ୧୦% ଅଧିକ ପୁରସ୍କାର ପ୍ରଦାନ କରାଯାଇଛି । ଆତ୍ମସମର୍ପଣ କରିଥିବା କ୍ୟାଡରମାନଙ୍କ ମଧ୍ୟରେ ACM ଏବଂ DCM ଭଳି ବରିଷ୍ଠ ପଦବୀ […]

Read More Text.
Images (1)

ଚାଷୀ ଆନ୍ଦୋଳନ ପାଇଁ ଯାତ୍ରୀ ହନ୍ତସନ୍ତ, ୪ଟି ବ୍ଲକରେ ଅଖ ଚକ ଠପ୍

ଉମରକୋଟ : ଧାରଣାରେ ଚାଷୀ, ଯାତ୍ରୀ ହନ୍ତସନ୍ତ ।  ନବରଙ୍ଗପୁର ଜିଲ୍ଲାରେ ଦ୍ବିତୀୟ ଦିନରେ ପହଂଚିଛି ଚାଷୀ ଆନ୍ଦୋଳନ ।  ୪ଟି ବ୍ଲକରେ ଠପ୍ ହୋଇଯାଇଛି ଚକ ଓ ଅଖ ।  ଗୁରୁତର ପ୍ରଭାବ ପଡିଛି ସାଧାରଣ ପରିବହନ ସେବା ଉପରେ ।  ଦୂରଗାମୀ ବସ ଗୁଡ଼ି ଉମରକୋଟ ବ୍ଲକ ସୀମାରେ ପହଞ୍ଚିବା ପରେ ରାସ୍ତା ଅବରୋଦ ଯୋଗୁ ଆଗକୁ ଯାଇପାରୁନାହିଁ । ସହର ଠାରୁ ପ୍ରାୟ ୧୦ କିଲୋମିଟର ଦୂରରେ ଯାତ୍ରୀଙ୍କୁ ଓହ୍ଲାଇ ଦେଉଛି ବସ୍ ।  ସେଠାରୁ […]

Read More Text.
Images

ନୂଆବର୍ଷରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା, କେବଳ ସିଂହଦ୍ଵାର ଦେଇ ପ୍ରବେଶ

ପୁରୀ : ଦିନକ ପରେ ବଡ଼ ଦିନ ।  ଖ୍ରୀଷ୍ଟମାସ ଏବଂ ନୂଆ ବର୍ଷରେ ଶ୍ରୀ ମନ୍ଦିରରେ ଲାଗିବ ଭକ୍ତଙ୍କ ଭିଡ଼ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଉଛି ସ୍ୱତନ୍ତ୍ର ବ୍ୟବସ୍ଥା ।  ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ ନିୟନ୍ତ୍ରଣ ପାଇଁ କେବଳ ଶ୍ରୀମନ୍ଦିର ସିଂହ ଦ୍ଵାରରେ ଦେଇ ମନ୍ଦିରକୁ ପ୍ରବେଶ କରିବେ ଭକ୍ତ । ଅନ୍ୟ ତିନି ଦ୍ଵାରରେ ପ୍ରସ୍ଥାନ କରିବେ ।  ପ୍ରବଳ […]

Read More Text.
Puc certificate

ପଲ୍ୟୁସନ ସାର୍ଟିଫିକେଟ ପାଇଁ ଏବେଠୁ ରାଜଧାନୀରେ ଗାଡ଼ି ଚାଳକଙ୍କ ଲମ୍ବାଲାଇନ୍

ଭୁବନେଶ୍ୱର : ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ । ରାଜଧାନୀରେ ଦେଖିବାକୁ ମିଳିଛି ଲମ୍ବାଲାଇନ । ଅଧିକ ଫାଇନ ଓ ପେଟ୍ରୋଲ ନ ମିଳିବା ଭୟରେ PUCC ପଏଣ୍ଟମାନଙ୍କରେ ଲାଗିଛି ଏହି ଲମ୍ବା ଲାଇନ । ବାଇକ ଅଟୋ ଓ କାର ନେଇ ଦୀର୍ଘ ସମୟ ଧରି ଧାଡ଼ିରେ ଛିଡ଼ା ହୋଇଛନ୍ତି ଗାଡ଼ି ଚାଳକ। ନୂଆ ବର୍ଷରୁ ଏହି ନିୟମ କଡାକଡି ପାଳନ କରାଯିବାକୁ ଘୋଷଣା ହୋଇଥିବାରୁ ଲୋକଙ୍କ ମଧ୍ୟରେ ଦେଖା ଦେଇଛି ତତ୍ପରତା  । ସେହିପରି […]

Read More Text.
Sonepur accident 1200x675 1 750x430

ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ , ୨୦ ଛାତ୍ରଛାତ୍ରୀ ଆହତ

ବିନିକା: ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ । ୨୦ ସ୍କୁଲ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସୋନପୁର ଡୁଙ୍ଗୁରିପାଲି ନିକଟରେ ଜାତୀୟ ରାଜପଥ ୧୨୬(A)ରେ ମଙ୍ଗଳବାର ସ୍କୁଲ ପିକନିକ୍ ପାଇଁ ଯାଉଥିବା ଗୋଟିଏ ବସ୍ ଏକ ଟ୍ରାକ୍ଟରକୁ ଧକ୍କା ଦେଇଥିଲା। ଯାହାଫଳରେ ଅତି କମରେ ୨୦+ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଇନ୍ଦୁରେଖା ରାଇସ୍ ମିଲ୍ ନିକଟରେ ସାଲେପାଲି ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ପ୍ରାୟ ୪୦ ଜଣ ଛାତ୍ରଛାତ୍ରୀ ସେମାନଙ୍କ ଶିକ୍ଷକଙ୍କ ସହିତ […]

Read More Text.