ସଡକ ଦୁର୍ଘଟଣାରେ ଚାଲିଗଲା ୨ ଭାଇଙ୍କ ଜୀବନ
ଗୁଣୁପୁର : ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅନ୍ତର୍ଗତ ଲିମାମୋଡା ଗ୍ରାମ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାରେ ଦୁଇ ଯୁବକ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ମୁନା କିମ୍ବାକା ଏବଂ କୃଷ୍ଣ କିମ୍ବାକା ବୋଲି ଜଣାପଡ଼ିଛି। ସେମାନେ ଗୁଡାରି ବ୍ଲକର ନୀଳଗୁଡ଼ା ଗ୍ରାମର ବାସିନ୍ଦା। ସୂଚନା ଅନୁଯାୟୀ, ଦୁହେଁ କୌଣସି କାମରେ ଗୁଣୁପୁର ଯାଇ ଘରକୁ ଫେରୁଥିବା ସମୟରେ ନିୟନ୍ତ୍ରଣ ହରାଇବାରୁ ଲିମାମୋଡା ନିକଟରେ ଏକ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା […]
Read More Text.