ଛାନଭିନ ପରେ ସ୍ୱାଭାବିକ ହେଲା ହାଇକୋର୍ଟ କାର୍ଯ୍ୟ
କଟକ: ବୋମା ଧମକ ସତ୍ୱେ ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ । ବମ୍ ସ୍କାର୍ଡ, ଡଗ୍ ସ୍କ୍ୱାର୍ଡ ଓ ପୁଲିସର ଛାନଭିନ ପରେ କିଛି ନମିଳିବାରୁ କୋର୍ଟ କାର୍ଯ୍ୟ ସ୍ୱାଭାବିକ ହୋଇଛି । ମୁଖ୍ୟ ବିଚାରପତି ଓ ୩ ବିଚାରପତି କୋର୍ଟରେ ଶୁଣାଣି ଆରମ୍ଭ କରିଛନ୍ତି । ରାଜ୍ୟର ୩ଟି କୋର୍ଟ କଟକ ଜିଲା କୋର୍ଟ, ସମ୍ବଲପୁର କୋର୍ଟ ଓ ଦେବଗଡ କୋର୍ଟକୁ ବୋମା ଧମକ ଦିଆଯାଇଥିଲା । ଏକ ବେନାମୀ ଇ-ମେଲ୍ ଜରିଆରେ ଧମକ ଆସିବା […]
Read More Text.