ମାଆ ସହ ମିଶି ଶାଶୂକୁ ହତ୍ୟା କଲା ବୋହୂ
ଅନୁଗୁଳ: ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଖଲାରୀ ଗଡପଦା ସାହିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଶାଶୁକୁ ହତ୍ୟା କରିଛି ବୋହୂ । ମାଆ ସହ ମିଶି ଶାଶୁ କୁନି ନାୟକଙ୍କୁ ବୋହୂ ସରିତା ସାହୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏହାକୁ ନେଇ କୁନି ନାୟକଙ୍କ ପୁଅ କାହ୍ନୁ ନାୟକ ଥାନାରେ ଏତଲା ଦେଇଥିଲେ । ବୋହୂ ସରିତା ସାହୁ ଓ ତାଙ୍କ ମାଆଙ୍କୁ ଅଟକ ରଖି ସଦର ଥାନା ପୁଲିସ ତଦନ୍ତ ରଖିଛି। […]
Read More Text.