ବାରିପଦାରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓଙ୍କ ୧୫୫ତମ ଜୟନ୍ତୀ ପାଳିତ
ବାରିପଦା: ଭଞ୍ଜ ମାଟିର ସୁବର୍ଣ୍ଣ ଯୁଗର ପ୍ରବର୍ତ୍ତକ ତଥା ନବ ଉତ୍କଳ ନିର୍ମାତାର ଅନ୍ୟତମ ବିନ୍ଧାଣୀ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓଙ୍କ ପବିତ୍ର ଜନ୍ମ ଜୟନ୍ତୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ମହାସମାରୋହରେ ପାଳିତ ହୋଇ ଯାଇଛି। ଜିଲ୍ଲା ପ୍ରଶାସନ ତତ୍ୱାବଧାନ ରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଏବଂ ବାରିପଦା ପୌରପାଳିକାର ମିଳିତ ସହଯୋଗରେ ଏହି ଦିବସ ଆୟୋଜିତ ହୋଇଥିଲା। ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମହାରାଜା ଶ୍ରୀ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ, ମହାରାଣୀ ଶ୍ରୀମତୀ […]
Read More Text.