ନକଲି ସିମ କାର୍ଡ ବିକ୍ରି; ୨ ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୁଲିସ
ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ ବିକ୍ରି କରୁଥିବା । ଦୋକାନୀ ସନ୍ତୋଷ ଖଣ୍ଡାଇକୁ ଦିଲ୍ଲୀ ପୁଲିସ ଶୁକ୍ର ଶୁକ୍ରବାର ଗିରଫ କରିଛି ସ୍ଥାନୀୟ ପୁଲିସ ସହାୟତାରେ ଗୁରୁବାର ଅପରାହ୍ନରେ ମନୋଜ କୁମାରଙ୍କ ନେତୃତ୍ୱରେ ଦିଲ୍ଲୀ ପୁଲିସର ଏକ ଦଳ ଅଭିଯୁକ୍ତ ସନ୍ତୋଷକୁ ଥାନାକୁ ଆଣି ପଚରାଉଚରା କରିଥିଲା। ଶୁକ୍ରବାର ନକଲି ମୋବାଇଲ ବିକ୍ରି ଲିଙ୍କ୍ରେ ବନ୍ତ ସବଇନ୍ସପେକ୍ଟର ଥାନା ଅଞ୍ଚଳର ଗଭିଗହିଆ ତରାଗୋ ଗ୍ରାମର ଅଜୟ ଓରଫ ମହେଶ୍ଵର ପୁଣ୍ଟିଆକୁ […]
Read More Text.