ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପ୍ରାଗଐତିହାସିକ ଯୁଗୀୟ କର୍ମଶାଳା
ବାରିପଦା : ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ସହାୟତାରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ନୃତତ୍ତ୍ୱ ବିଜ୍ଞାନ ଓ ଜନଜାତି ଅଧ୍ୟୟନ ବିଭାଗ ତରଫରୁ ଏକ ପ୍ରାଗଐତିହାସିକ ଯୁଗୀୟ ଆଠ ଦିନିଆ କର୍ମଶାଳା କୁଳିଅଣା ଠାରେ ଆୟୋଜିତ ହୋଇଥିଲା । ଏହି କର୍ମଶାଳାକୁ ରେଭେନ୍ସା ବିଶ୍ୱବିଦ୍ୟାଳୟ, ଶର୍ମା ସେଣ୍ଟର ଫୋର୍ ହେରିଟେଜ ଏଜୁକେସନ ସେଣ୍ଟର ଏବଂ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ପୁରୀ ସର୍କଲ ମିଳିତ ସହଯୋଗରେ ଆୟଜିତ କରିଥିଲେ। ଆଜି ଏହି ଆଠ ଦିନିଆ କର୍ମଶାଳା […]
Read More Text.