ଖରା ଛୁଟିରେ ଅନଲାଇନ୍ କ୍ଲାସ୍ ପାଇଁ ରୋଡ୍ ମ୍ୟାପ୍ , DEOମାନଙ୍କୁ ନେଇ OSCPCR ର କର୍ମଶାଳା
ଭୁବନେଶ୍ୱେର : ଖରା ଛୁଟି ଘୋଷଣା ହେଲା । ଚାଲିବ ଅନଲାଇନ କ୍ଲାସ । ଅନଲାଇନ କ୍ଲାସ୍ ବେଳେ ପିଲା କିପରି ସୁରକ୍ଷିତ ରହିବେ ଏବଂ ଇଣ୍ଟରନେଟ ଜରିଆରେ ଅପରାଧର ଶିକାର ନହେବେ ତାକୁ ନେଇ ଆରମ୍ଭ ହୋଇଛି କର୍ମଶାଳ । ସମସ୍ତ ଜିଲ୍ଲାର DEO ମାନଙ୍କୁ ନେଇ OSCPCR ପକ୍ଷରୁ ଆରମ୍ଭ ହୋଇଛି କର୍ମଶାଳା । ଯେଉଁଠି ପିଲାଙ୍କୁ ସାଇବର ବିପଦରୁ କିପରି ବର୍ତ୍ତିବେ । କିପରି ଜାଣିବେ କଣ ରହିଛି ଡିଜିଟାଲ ଅଧିକାର । ଭର୍ଚୁଆଲ […]
Read More Text.