ରାଜ୍ୟର ସବୁ କ୍ଲବ, ପବ୍ରେ ଅଗ୍ନି ନିରାପତ୍ତା ଯାଞ୍ଚ ପାଇଁ ନିର୍ଦ୍ଦେଶ
ଭୁବନେଶ୍ବର: ଗୋଆ ନାଇଟ୍ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ ପରେ ଓଡ଼ିଶାରେ ସରକାରଙ୍କ ଚେତା ପଶିଛି। ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ସମସ୍ତ କ୍ଲବ, ପବ୍ରେ ଅଗ୍ନି ନିରାପତ୍ତା ଯାଞ୍ଚ କରିବାକୁ ସରକାର ନିର୍ଦେଶ ଦେଇଛନ୍ତି। ରାଜ୍ୟ ଅଗ୍ନିଶମ ଡିଜିଙ୍କ ପକ୍ଷରୁ ଅଗ୍ନିଶମ ବିଭାଗକୁ ଏହି ନିର୍ଦେଶ ଜାରି କରାଯାଇଛି। ରାଜ୍ୟରେ ଚାଲୁଥିବା କ୍ଲବ ଏବଂ ପବଗୁଡ଼ିକରେ ଯୁବପିଢ଼ିଙ୍କ ଭିଡ଼ ଲାଗିରହୁଛି। ମନୋରଞ୍ଜନ ସମୟରେ କୌଣସି ଅଘଟଣ ଘଟିଲେ କିମ୍ବା ଅଗ୍ନିକାଣ୍ଡ ଘଟିଲେ ତାହାର ପ୍ରତିକାର ଲାଗି […]
Read More Text.