ଶାଶୁକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଜ୍ୱାଇଁ
ବାଲିଗୁଡା : ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ମୃତ । ପାରିବାରିକ କଳହକୁ ନେଇ ଶାଶୁର ମୁଣ୍ଡରେ ଟାଙ୍ଗିଆରେ ଆକ୍ରମଣ କରିଥିଲା ଜ୍ୱାଇଁ । କ.ନୂଆଗାଁ ଥାନା ସିର୍ତିଗୁଡା ପଞ୍ଚାୟତର କୁଡୁପାକିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୁରୁତର ଅବସ୍ଥାରେ ପରିବାର ଲୋକ ବାଲିଗୁଡା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ । ପରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ପରେ ସେଠାରେ ଶାଶୁ ପେଟି ମଳିକଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ କୁଡୁପାକିଆ […]
Read More Text.