ଡିଜିଟାଲ୍‌ ଦସ୍ତଖତକୁ ଜାଲ୍‌ କରି ଅଢ଼େଇ କୋଟି ଚଳୁ, ଭିଜିଲାନ୍‌ସ ତଦନ୍ତ ଲାଗି ସୁପାରିସ୍‌

ବ୍ରହ୍ମପୁର/ବେଗୁନିଆପଡ଼ା: ଡିଜିଟାଲ୍‌ ଦସ୍ତଖତକୁ ଜାଲ୍‌ କରି ଅଢ଼େଇ କୋଟି ଖାଇଗଲେ। କର୍ମଚାରୀଙ୍କ ଆକାଉଣ୍ଟକୁ ଅଧିକ ଟଙ୍କା ପଠାଇ ପରେ ତାହାକୁ ଉଠାଣ ହୋଇଛି। ଡାକ୍ତରଖାନାରେ ଏରିୟର୍‌ ଟଙ୍କା ହଡ଼ପ ନେଇ ଏଭଳି କେଳେଙ୍କାରୀ ସାମ୍ନାକୁ ଆସିଛି। ଘଟଣା ଜଣାପଡ଼ିବା ପରେ ଆଜି ୭ ଜଣ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଗତ ଜାନୁଆରି ମାସରେ ଏ କଥା ବାହାରକୁ ଆସିଥିଲା। ଗଂଜାମଜିଲ୍ଲା କୋଦଳା ଟ୍ରେଜେରି ପକ୍ଷରୁ ଆର୍ଥିକ ଅନିୟମିତତା ନେଇ ଲିଖିତ ଅବଗତ କରାଯାଇଥିଲା। କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକୁ […]

Read More Text.

ବିଲରେ କାମ କରୁଥୁବା ବେଳେ ଟଳିପଡିଲେ ଚାଷୀ, ଅଂଶୁଘାତ ମୃତ୍ୟୁ ଅଭିଯୋଗ

ବାରିପଦା : ମୟୁରଭଞ୍ଜ ଜିଲ୍ଲାରେ ଚଳିତ ବର୍ଷ ର ପ୍ରଥମ ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ l ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ବନ୍ଧମୁଣ୍ଡି ଗ୍ରାମର ରଘୁନାଥ ମାହାନା ନାମକ ଜଣେ ଚାଷୀ ଆଜି ଦୁଇପ୍ରହର ସମୟରେ ନିଜ ବିଲରେ କାମ କରୁଥିବା ସମୟରେ ହଠାତ ଚେତାଶୂନ୍ୟ ହୋଇ ବିଲରେ ପୋଡ଼ିଯାଇଥିଲେ l ଆଜି ଟାଣ ଖରା ଯୋଗୁଁ ବିଲରେ ଥିବା ପାଣି ମଧ୍ଯ ତାତି ଯାଇଥିଲା l ଫଳରେ ତାଙ୍କର ସେଠାରେ ମୃତ୍ୟୁ ଘିଟିଥିଲା […]

Read More Text.

ଅଙ୍ଗଦାନ କରି ଉଦାହରଣ ସାଜିଲେ ସୁଚରିତା ମହାନ୍ତି 

ବାରିପଦା : ପ୍ରାଚୀନ କାଳରୁ ସମାଜରେ ଭୂମିଦାନ, ଗୋ ଦାନ, କନ୍ୟାଦାନ, ଜଳଦାନ ଆଦି ଚଳଣି ରହିଆସିଛି I ଆଧୁନିକ ସମାଜରେ ଅତ୍ୟାଧୁନିକ ଯନ୍ତ୍ରପାତିର ଉଦ୍ଭାବନ ପରେ ରକ୍ତଦାନ ଓ ଅଙ୍ଗଦାନ କରି ଆଜି ଜଣେ ଅନ୍ୟର ଜୀବନ ବଞ୍ଚାଇବାର ସୌଭାଗ୍ୟ ଅର୍ଜନ କରିପାରୁଛି I ସେହି ଧାରାରେ ଲେଖିକା, କବି ତଥା ସମାଜସେବୀ ସୁଚରିତା ମହାନ୍ତି ପବିତ୍ର ଓଡିଶା ଦିବସ ଅବସରରେ ନିଜର ଅଙ୍ଗଦାନ କରିବା ପାଇଁ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ […]

Read More Text.

ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ: ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ବର: ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ । ରେଳୱେ ବୋର୍ଡର ନିଷ୍ପତ୍ତି ପରେ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା । ରେଳୱେକୁ ନେଇ ତେଜିଲା ରାଜନୀତି । ପ୍ରେସମିଟରେ ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କରିଛି ବିଜେଡି । ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର । କିନ୍ତୁ ଆନ୍ଧ୍ରପ୍ରଦେଶକୁ ପୂର୍ବତଟ ରେଳପଥର ଗୋଟିଏ ପରେ ଗୋଟିଏ ଅଞ୍ଚଳ କାହିଁକି ଚାଲିଯାଉଛି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ନେତା ଅତନୁ ସବ୍ୟସାଚୀ ନାୟକ । ରାଜ୍ୟରୁ ୨୦ […]

Read More Text.

ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ

ଭୁବନେଶ୍ବର: ଭୁବନେଶ୍ବରରେ ଦେଖାଦେଇଛି ଚାଞ୍ଚଲ୍ୟ । ଛାତରୁ ଖସିପଡି ଯୁବକଙ୍କର ହୋଇଛି ମୃତ୍ୟୁ । ନିର୍ମାଣଧୀନ କୋଠାର ଛାତରୁ ପଡି ଯୁବକଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ସହିଦନଗର ଥାନା ଅଞ୍ଚଳରେ ଘଟିଛି ଏ ଘଟଣା । ସ୍ଥାନୀୟ ପୋଷ୍ଟ ଅଫିସ ନିକଟରୁ ମିଳିଛି ଯୁବକଙ୍କ ମୃତଦେହ । ସୂଚନା ଅନୁସାରେ, ଜଣେ ଯୁବକ ମୁହଁରେ ଗାମୁଛା ବାନ୍ଧି ନିର୍ମାଣ କୋଠାରେ ପଶିଥିଲେ । ସେଠାରେ କାମ କରୁଥିବା ଯୁବକ ମାନେ ଏ ସଂପର୍କରେ ଜାଣିପାରି ତାଙ୍କୁ ପିଛା […]

Read More Text.

୮ ନକଲି CID ଅଫିସରଙ୍କୁ ବାନ୍ଧିଲା ପୁଲିସ , ଘରୋଇ ଶିକ୍ଷାନୁଷ୍ଠାନରୁ କରୁଥଲେ ଟଙ୍କା ଆଦାୟ

ଭୁବନେଶ୍ୱର : ପୋଲିସ କବଜାରେ CID ଅଫିସର । ନିଜକୁ CID ବା ସିଟି ଡିଟେକ୍ସନ ଏଜେନ୍ସିର ଅଫିସର ପରିଚୟ ଦେଇ ଅର୍ଥ ଆଦାୟ କରୁଥିବା ୮ଜଣଙ୍କୁ ବାନ୍ଧିଲା ଚନ୍ଦ୍ରଶେଖରପୁର ଥାନା ପୋଲିସ । ଗିରଫ ମାନେ ହେଲେ ପୂଜା ବେହେରା, ପ୍ରତିମା ପରିଡା, ଜେନାମଣି ପ୍ରଧାନ, ସୌଭାଗ୍ୟ ସାହୁ, ଧର୍ମେନ୍ଦ୍ର ବୋଇତାଇ, ମନୋଜ କୁମାର ମିଶ୍ର, ଅନ୍ନପୂର୍ଣ୍ଣା ପଣ୍ଡା ଓ ନିଲୁ ନାୟକ । ଗିରଫ ଅଭିଯୁକ୍ତ ମାନେ CID ଏଜେନ୍ସି ଅଧିକାରୀ ପରିଚୟ ଦେଇ ବିଭିନ୍ନ […]

Read More Text.

‘ଗୁପ୍ତ ନୈମିଷାରଣ୍ୟ’ କୁଦାନଗରୀରେ ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ର: ମା’ ଦକ୍ଷିଣ କାଳିକାଙ୍କ ଆଶୀର୍ବାଦ ଭିକ୍ଷା କଲେ ଅତିଥି

କେନ୍ଦ୍ରାପଡା (ବିକାଶ କୁମାର ବେହେରା): କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକର ପ୍ରସିଦ୍ଧ ଆଧ୍ୟାତ୍ମିକ ପ୍ରାଣକେନ୍ଦ୍ର ତଥା ରମଣୀୟ ପର୍ଯ୍ୟଟନ ସ୍ଥଳୀ କୁଦାନଗରୀଠାରେ ଏକ ଭାବପୂର୍ଣ୍ଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ‘ଗୁପ୍ତ ନୈମିଷାରଣ୍ୟ’ ଭାବେ ଖ୍ୟାତ ଏହି ପବିତ୍ର ପୀଠକୁ ଗତ ଏପ୍ରିଲ ୧ ତାରିଖ ଦିନ ଭାରତର ସୁପ୍ରସିଦ୍ଧ ଭେଷଜ ବିଜ୍ଞାନୀ, ଏମ୍‌ସର ପୂର୍ବତନ ନିର୍ଦ୍ଦେଶକ ତଥା ପଦ୍ମଶ୍ରୀ ଡାକ୍ତର ଅଶୋକ କୁମାର ମହାପାତ୍ର ପରିଦର୍ଶନ କରି ମା’ଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। କୁଦାନଗରୀର ଅଧିଷ୍ଠାତ୍ରୀ ଦେବୀ ମା’ […]

Read More Text.

ସମାଜଧର୍ମୀ ନାଟକ “ସେମାନେ ବି ମଣିଷ” ମଞ୍ଚସ୍ଥ 

ବାରିପଦା  :ସ୍ଥାନୀୟ ସହିଦ ସ୍ମୃତି ଭବନରେ ଉଜ୍ଜୟିନୀ ନାଟ୍ୟଶାଳା, ବାରିପଦା ଆନୁକୂଲ୍ୟରେ ନାଟକ ” ସେମାନେ ବି ମଣିଷ ” ମଞ୍ଚସ୍ଥ ହୋଇଯାଇଛି I ଅତିଥି ଭାବେ ଯୋଗଦେଇ ଓଡିଶା ନାଟ୍ୟ ସଂଘର ମୟୁରଭଞ୍ଜ ଜିଲ୍ଲା ସଂଯୋଜକ ଜ୍ଞାନରଞ୍ଜନ ପଣ୍ଡା, ନାଟ୍ୟକାର ସୋମନାଥ ସାହୁ, ନାଟ୍ୟକାର ଓ ନିର୍ଦ୍ଦେଶକ ଆଶିଷ କୁମାର ବସା, ଅଭିନେତା ଓ ନିର୍ଦ୍ଦେଶକ ଗୋକୁଳ ଚନ୍ଦ୍ର ଦାସ, ଅଭିନେତା ଓ ଶିକ୍ଷାବିତ ଶିବନାରାୟଣ ମିଶ୍ର ଓ ନାଟ୍ୟପ୍ରେମୀ ଅସିତ ଦାସ ପ୍ରମୁଖ ଉପସ୍ଥିତ […]

Read More Text.

ଅବସରପ୍ରାପ୍ତ ଶିକ୍ଷକ ସୋମନାଥ ସିଂହଙ୍କୁ ବିଦାୟ ସମ୍ବର୍ଦ୍ଧନା

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୫ନଂ ୱାର୍ଡ ସ୍ଥିତ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୋମନାଥ ସିଂହଙ୍କ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୌମ୍ୟ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନଗରପାଳ କୃଷ୍ଣIନନ୍ଦ ମହାନ୍ତି, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ କାଉନସିଲର ନିରୁପମା ମହାନ୍ତି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମମତାମୟୀ ବିଶ୍ୱାଳ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶଶୀଧର […]

Read More Text.

ମୟୂରଭଞ୍ଜ ଜିଲ୍ଲାରେ ୧୨ଟି ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଉଦ୍‌ଘାଟିତ

ବାରିପଦା : ରାଜ୍ୟସ୍ତରୀୟ ଅଙ୍ଗନବାଡି କେନ୍ଦ୍ର ଉଦଘାଟନ ଉତ୍ସବ ଅବସରରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ନବନିର୍ମିତ ୧୨ ଗୋଟି ଅଙ୍ଗନବାଡ଼ି କେନ୍ଦ୍ର ଆଭାସୀ ମାଧ୍ୟମରେ ଉଦ୍‌ଘାଟିତ ହୋଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଆଭାସୀ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଯୋଗଦେଇ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି […]

Read More Text.