ମାଓବାଦୀଙ୍କୁ ଧରାଇ ଦେଲେ ମିଳିବ ପୁରସ୍କାର; ୧୮ ମାଓବାଦୀଙ୍କ ପାଇଁ ୮.୪ କୋଟି
ଭୁବନେଶ୍ବର: ୧୮ ମାଓବାଦୀଙ୍କ ପାଇଁ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ବୌଦ୍ଧ ପୁଲିସ। ଯେଉଁମାନେ ଏହି ମାଓବାଦୀମାନଙ୍କୁ ଧରାଇ ଦେବେ ସେମାନଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ବୌଦ୍ଧ ଜିଲା ପୁଲିସ ପକ୍ଷରୁ କୁହାଯାଇଛି। ଏ ନେଇ ଜିଲାର ବିଭିନ୍ନ ଉପାନ୍ତ ଅଞ୍ଚଳରେ ପୋଷ୍ଟର ଲଗାଯାଇଛି। ଲଗାଯାଇଥିବା ପୋଷ୍ଟରରେ ମାଓବାଦୀମାନଙ୍କ ନାମ, ଫଟୋ ଏବଂ କେଉଁ ମାଓବାଦୀଙ୍କ ପାଇଁ କେତେ ଟଙ୍କାର ପୁରସ୍କାର ରହିଛି ତାହା ଉଲ୍ଲେଖ କରାଯାଇଛି। ଏହା ସହିତ […]
Read More Text.