ଓଡ଼ିଆରେ ନାମ ଫଳକ ଲେଖା ସଚେତନତା ପଦଯାତ୍ରା ଅନୁଷ୍ଠିତ : ଜିଲ୍ଲାର ସମସ୍ତ ଦୋକାନରେ ନାମଫଳକ ଓଡ଼ିଆ ଭାଷାରେ ଲେଖିବା ପାଇଁ ଆହ୍ୱାନ
ବାରିପଦା, (୦୪/୦୪) : ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ଓଡ଼ିଆ ଭାଷାର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ମୟୂରଭଞ୍ଜ ତରଫରୁ ଜିଲ୍ଲାସ୍ତରୀୟ ‘ଓଡ଼ିଆରେ ନାମ ଫଳକ ଲେଖା’ ଅଭିଯାନ ଆୟୋଜିତ ହୋଇଛି । “ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ୍, ୧୯୫୬” ଅନୁଯାୟୀ ଜିଲ୍ଲାର ସମସ୍ତ ଦୋକାନ, ବଜାର ଓ ବାଣିଜ୍ୟ ପ୍ରତିଷ୍ଠାନମାନଙ୍କର ନାମ ଫଳକକୁ ନିର୍ଭୁଲ ଏବଂ ସ୍ପଷ୍ଟ ଭାବରେ ଓଡ଼ିଆ ଭାଷାରେ ଲେଖିବା ପାଇଁ ଏହି ଅଭିଯାନ […]
Read More Text.