ନିୟମ ଭାଙ୍ଗିଲେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ, ବଢ଼ିବ ଇନସ୍ୟୁରାନ୍ସ ଖର୍ଚ୍ଚ
ଭୁବନେଶ୍ୱର : ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ ଅଧିକ କଡ଼ାକଡ଼ି କରିବା ପାଇଁ କେନ୍ଦ୍ର ସରକାର ‘ପେନାଲ୍ଟି ପଏଣ୍ଟ’ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି । ଖୁବଶୀଘ୍ର ଏହି ନିୟମ ଲାଗୁ ହେବ । ତେଣୁ ଏଣିକି କେବଳ ଟ୍ରାଫିକ ନିୟମ ଭାଙ୍ଗିଲେ ଚାଲାଣରେ […]
Read More Text.