ଏକାଦଶ ବାର୍ଷିକୀ ରୟାଲସ ପ୍ରିମିୟର ଲିଗ; ଫାଇନାଲରେ ପରି ଚାଲେଞ୍ଜର ଓ ଭି ରୋର
ବାରିପଦା : ଷ୍ଟେସନ ଆଥେଲେଟିକ ଆସୋସିଏସନ୍ , ଷ୍ଟେସନ ବଜାର, ବାରିପଦା ଆନୁକୁଲ୍ୟରେ ଆୟୋଜିତ ଏକାଦଶ ବାର୍ଷିକ ରୟାଲ୍ସ୍ ପ୍ରିମୀୟର ଲିଗର ୮ମ ଦିନରେ ୩ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା I ମୁଖ୍ୟ ଅତିଥି ଭାବେ ବିଶିଷ୍ଟ କ୍ରୀଡା ସଂଗଠକ ସୌମ୍ୟ ସ୍ୱରୂପ ମହାପାତ୍ର ଯୋଗଦେଇ ଆଜିର ଖେଳକୁ ଉଦଘାଟନ କରିବା ସହ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଲିଗର ସଭାପତି ସଞ୍ଜୀବ ଦ୍ବିବେଦୀ, ଷ୍ଟେସନ ଏଥଲେଟିକ ଏସୋସିଏସନର ଉପ ସଭାପତି […]
Read More Text.