ବଳାଙ୍ଗୀ ସାଂସ୍କୃତିକ ଜାଗରଣ ଯାତ୍ରାର ଶୁଭାରମ୍ଭ
ତିନି ଦିନ ମୟୁରଭଞ୍ଜ ଜିଲ୍ଲା ପରିକ୍ରମା କରିବ ମହାରାଜା ଶ୍ରୀରାମଚନ୍ଦ୍ର ଜ୍ୟୋତିରଥ ବାରିପଦା : ମୟୁରଭଞ୍ଜ ଜିଲ୍ଲାରେ ଓଡ଼ିଆ ଭାଷା ସାହିତ୍ୟ କଳା ସଂସ୍କୃତି ଐତିହ୍ୟ ଏବଂ ପର୍ଯ୍ୟଟନର ବିକାଶ ପାଇଁ ବଳାଙ୍ଗୀ ମହୋତ୍ସବ କମିଟି ପକ୍ଷରୁ ବିଗତ ନଅ ବର୍ଷ ଧରି ଜିଲ୍ଲାର ଚାରିଗୋଟି ଉପଖଣ୍ଡର ଅଧିବାସୀଙ୍କ ମଧ୍ୟରେ ସାଂସ୍କୃତିକ ସମନ୍ୱୟ ରକ୍ଷା ଏବଂ ଭାଇଚାରାର ପରମ୍ପରାକୁ ମଜଭୁତ କରିବା ଉଦେଶ୍ୟରେ ଅନୁଷ୍ଠିତ ହୋଇ ଆସୁଥିବା ବଳାଙ୍ଗୀ ସାଂସ୍କୃତିକ ଜାଗରଣ ଯାତ୍ରା (ବାଇକ ରେଲି ) […]
Read More Text.