ବିଲ ପାଣିରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର
ବଲାଙ୍ଗିର: ବିଲ ଭିତରେ ଥିବା ପାଣିରେ ପଡିଛି ମୁଣ୍ଡ ବିହୀନ ମୃତ ଦେହ। ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବଗଡ଼ା ଗାଁ’ ହାଇସ୍କୁଲ ନିକଟ ପାଣିଟାଙ୍କି ନିକଟରେ ଥିବା ବିଲ ପାଣିରେ ମୁଣ୍ଡବିହିନ ମୃତଦେହଟି ପଡ଼ିଥିବା ଦେଖିବାକୁମିଳିଥିଲା ମୃତଦେହକୁ ଦେଓଗାଁ ପୁଲିସ ଜବତ କରିଛି। ଏଭଳି ଚାଞ୍ଚଲ୍ୟକର ଘଟଣା ବଗଡ଼ା ତଥା ଦେଓଗାଁ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତଦେହର ମୁଣ୍ଡ ନ ଥିବାରୁ ମୃତକଙ୍କ ପରିଚୟ ମିଳିପାରି ନାହିଁ। ସୂଚନା ଅନୁସାରେ, ବଗଡ଼ା ପାଣି ଟାଙ୍କି […]
Read More Text.