ଜାତୀୟ ଶକ୍ତି ସଂରକ୍ଷଣ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ
ବାରିପଦା – ତା -14-12-ଜାତୀୟ ଶକ୍ତି ସଂରକ୍ଷଣ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ପାଇଁ ଏକ ରାଲି ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଙ୍କ ମାର୍ଗଦର୍ଶନରେ ଓ ଜିଲ୍ଲା ବିଜ୍ଞାନ ପରିଦର୍ଶକ ଜ୍ଞାନରଞ୍ଜନ ଆଚାର୍ଯ୍ୟ ଙ୍କ ପ୍ରତେକ୍ଷ୍ୟ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି l ଏମପିକେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବାରିପଦା ଠାରୁ ଉକ୍ତ ରାଲି ଟି ଆରମ୍ଭ ହୋଇ ବାରିପଦା ସହର ପରିକ୍ରମା କରିଥିଲା l ବିଭିନ୍ନ ବିଦ୍ୟାଳୟ ରୁ ବହୁ […]
Read More Text.