ପଥର ଖଣିରୁ ବିସ୍ଫୋରକ ଲୁଟ୍ ମାମଲା: ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍
ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣା। ଏନ୍ଆଇଏ ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି । ଏହି ଘଟଣାରେ ହଜାରେ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍ ଦାଖଲ ସହ ଏନ୍ଆଇଏ ତଦନ୍ତ ଜାରି ରଖିଛି । ରାଉରକେଲାରେ ଏକ ପଥର ଖଣିକୁ ବିସ୍ଫୋରକ ନେବା ଆଣିବା ବେଳେ ସିପିଆଇ ମାଓଇଷ୍ଟ ଟେରର ଅର୍ଗନାଇଜେସନର ସଦସ୍ୟ ମାନେ ଏହାକୁ ଲୁଟ୍ କରିଥିଲେ । ୧୧ ଅଭିଯୁକ୍ତଙ୍କ ନାମ ହେଲା, ଜର୍ଜା […]
Read More Text.