ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଉତ୍ତର ଆଞ୍ଚଳିକ ଏଆଇ ହ୍ୟାକାଥନ୍ ୨୦୨୫
ବାରିପଦା: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଉତ୍ତର ଆଞ୍ଚଳିକ ଏଆଇ ହ୍ୟାକାଥନ୍ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ଓ.ଏସ୍.ଏ (ଦ ଓଡ଼ିଆ ସୋସାଇଟି ଅଫ୍ ଦ ଆମେରିକାସ୍), ଓଡ଼ିଶା ଏଆଇ, ଆଇ.ଇ.ଇ.ଇ ୫ଜି/୬ଜି ଇନୋଭେସନ ଟେଷ୍ଟ୍ବେଡ୍ ଓ ଆଇ.ଇ.ଇ.ଇ କମ୍ୟୁନିକେସନ ସୋସାଇଟିର ପୃଷ୍ଠପୋଷକତାରେ ହେଉଥିବା ଏହି ହାକାଥନର ପୁରସ୍କାର ବିତରଣ ସମାରୋହରେ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ବିଜେତା ଦଳ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ନିଜ […]
Read More Text.