ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ପରିବର୍ତ୍ତନ, ମାର୍ଚ୍ଚ ୧୧ରେ ହେବାକୁ ଥିବା ପରୀକ୍ଷା ମାର୍ଚ୍ଚ ୨୩ରେ ହେବ
ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ । ମାର୍ଚ୍ଚ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷା ୨୩ ମାର୍ଚ୍ଚରେ ହେବ । ଓଡ଼ିଆ ପରୀକ୍ଷା ବ୍ୟତୀତ ଅନ୍ୟ ସବୁ ଭାଷାର ପରୀକ୍ଷା ମାର୍ଚ୍ଚ ୨୩ରେ ହେବ । ମାର୍ଚ୍ଚ ୨୧ ତାରିଖରେ ହେବାକୁ ଥିବା ପରୀକ୍ଷା ମାର୍ଚ୍ଚ ୨୫ରେ ହେବ । ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି । ଆସନ୍ତା […]
Read More Text.