ବସ-ବାଇକ ମୁହାଁମୁହିଁ ଧକ୍କା , ୩ ମୃତ
ରାଇରଙ୍ଗପୁର : ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ୨୨୦ ନମ୍ୱର ଜାତୀୟ ରାଜପଥ ରାନିବନ୍ଧ ନିକଟରେ ଏକ ଯାତ୍ରୀବାହୀ ବସ ସହ ବାଇକର ମୁହାଁମୁହିଁ ଧକ୍କା । ୩ ଜଣ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି । ବସଟି ରାଇରଙ୍ଗପୁର ରୁ କେନ୍ଦୁଝର ଅଭିମୁଖେ ଯାଉଥିଲା । ଘଟଣାସ୍ଥଳରୁ ୨ ମୃତକଙ୍କୁ ରାଇରଙ୍ଗପୁର ଡାକ୍ତର ଖାନାକୁ ନେଇଯାଇଥିବା ବେଳେ ଅନ୍ୟଜଣେ ବସ ତଳେ ଚାପି ହୋଇରହିଛନ୍ତି । […]
Read More Text.