ଜାତୀୟ ସ୍ତରୀୟ ଦିବାରାତ୍ର ଗୋଶାଲା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ଖେଳାଳି ନିଲାମ ପ୍ରକ୍ରିୟା ଶେଷ
ବାରିପଦା: ସ୍ଥାନୀୟ ତୁଳସୀଚଉରା ଦୁର୍ଗାପୂଜା ପଡିଆରେ ଫ୍ରେଣ୍ଡସ ୟୁନିୟନ ଓ ଶ୍ରୀ ଦୁର୍ଗା ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ୨ୟ ବାର୍ଷିକ ଜାତୀୟ ସ୍ତରୀୟ ଦିବାରାତ୍ର ଗୋଶାଳା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୧୫ ତାରିଖରୁ ମାର୍ଚ୍ଚ ୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ଆୟୋଜନ କମିଟିର ସଭାପତି ସୌମ୍ୟ ରଞ୍ଜନ ମିଶ୍ର ଜଣାଇଛନ୍ତି I ୧୦ ଟି ଦଳକୁ ନେଇ ଅନୁଷ୍ଠିତ ହେବାକୁ ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଖେଳାଳି ନିଲାମୀ ପ୍ରକ୍ରିୟା ବାଲେଶ୍ୱର […]
Read More Text.