ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ
ଭୁବନେଶ୍ୱର: ମହାକାଳପଡ଼ା ବ୍ଲକ୍ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝାଙ୍କ ସମର୍ଥନରେ ବିଜୁ ଜନତା ଦଳ (ବିଜେଡି) ଅଣ୍ଟାଭିଡ଼ିଛି। ସରପଞ୍ଚଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାର, ଶାରୀରିକ ଆକ୍ରମଣ, ଧମକ ଘଟଣା ଓଡ଼ିଶାରେ ମହିଳା ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି କରିଛି । ରାଜ୍ୟ ସରକାର ୨ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଥିବା ବେଳେ ଜଣେ ନିର୍ବାଚିତ ମହିଳା ଜନପ୍ରତିନିଧିଙ୍କୁ ସର୍ବସମ୍ମୁଖରେ ଏଭଳି ଅପମାନିତ କରାଯିବା ଅତ୍ୟନ୍ତ ଲଜ୍ଜାଜନକ ଓ ନିନ୍ଦନୀୟ ବୋଲି ବିଜେଡି କହିଛି […]
Read More Text.