ନୂଆବର୍ଷ ପୂର୍ବରୁ ରାଜ୍ୟରେ ଗଡ଼ିବ ଆଉ ୨୦୦ ନୂଆ ୧୦୮ ଆମ୍ବୁଲାନ୍ସ
ଭୁବନେଶ୍ବର: ନୂଆବର୍ଷ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮ ଆମ୍ବୁଲାନ୍ସ। ଏହି ଗାଡ଼ି ଆସି ସାରିଥିବା ବେଳେ ଏହାର ବ୍ରାଣ୍ଡିଂ ଚାଲିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଏବେ ବି ଦଦରା ଗାଡ଼ି ରାସ୍ତାରେ ଗଡ଼ୁଛି। ବିଶେଷ କରି ବ୍ୟାକଅପ୍ ପାଇଁ ଏଗୁଡ଼ିକୁ ବ୍ୟବହାର କରାଯାଉଥିବା ସୂଚନା ମିଳିଛି। ମାଗଣା ରୋଗୀସେବାକୁ ନେଇ ପୂର୍ବ ସରକାରଙ୍କ ସମୟରେ ୧୦୮ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଥିଲା। ଏହା ବେଶ ଆଦୃତ ହୋଇଥିଲା। ପର୍ଯ୍ୟାୟ କ୍ରମେ ଏଥିରେ ବୃଦ୍ଧି କରାଯାଇଥିଲା। ହେଲେ […]
Read More Text.