ଜାନୁଆରୀ ୨୭ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-୨୦୨୬ ପାଇଁ ଆବେଦନ
ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ବର୍ଷ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ଜାନୁଆରୀ ୨୭ ତାରିଖରୁ ବିଦ୍ୟାର୍ଥୀ ମାନେ ଅନ୍ଲାଇନରେ ଆବେଦନ କରିପାରିବେ । ମାର୍ଚ୍ଚ ୨୬ ଆବେଦନର ଶେଷ ତାରିଖ ରହିଛି । ମେ’ ୧୧ରୁ ୧୭ ପର୍ଯ୍ୟନ୍ତ ପରୀକ୍ଷା ହେବ। ମେ’ ୩୧ରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଓଜେଇଇ ପକ୍ଷରୁ […]
Read More Text.