ବହୁଭାଷୀ କବିତା ପାଠୋତ୍ସବ ଓ ଆଲୋଚନାଚକ୍ର
ବାରିପଦା: ସ୍ଥାନୀୟ ଶହୀଦ ସ୍ମୃତି ଭବନ ପରିସରରେ ରୂପାନ୍ତର’ ସାଂସ୍କୃତିକ ଓ ସାମାଜିକ ସଂଗଠନ ତରଫରୁ ଆରମ୍ଭ ହୋଇଥିବା ବହୁଭାଷୀ ନାଟକ ମହୋତ୍ସବ ଅବସରରେ ମୟୂରଭଞ୍ଜର ଅଗ୍ରଣୀ ସାରସ୍ୱତ ଅନୁଷ୍ଠାନ ପ୍ରତିଶ୍ରୁତି ପ୍ରତିଷ୍ଠାନ ଆନୁକୂଲ୍ୟରେ ଏକ ବହୁଭାଷୀ କବିତା ପାଠୋତ୍ସବ ଓ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ସମ୍ପର୍କିତ ଆଲୋଚନା ଚକ୍ର ପ୍ରତିଷ୍ଠାନର ସଭାପତି ଡାକ୍ତର ପାର୍ଥ ସାରଥୀ ଜେନାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି । ପ୍ରାରମ୍ଭରେ \”ପ୍ରତିଶ୍ରୁତି\’ର ପ୍ରତିଷ୍ଠାତା ସମ୍ପାଦକ ଭାଗବତ ପଣ୍ଡା […]
Read More Text.